Monday, July 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ଗାଁରେ ଚାଞ୍ଚଲ୍ୟ, ମହିଳା ଜିଆରଏସଙ୍କଠାରୁ ଟଙ୍କା ଲୁଟ

by Anil Panda
August 15, 2020
in Feature News, Nayagarh
ଓଡ଼ଗାଁରେ ଚାଞ୍ଚଲ୍ୟ, ମହିଳା ଜିଆରଏସଙ୍କଠାରୁ ଟଙ୍କା ଲୁଟ
2.5k
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଅଂଚଳରେ ଆଜି ଏକ ଚାଞ୍ଚଲ୍ୟ କର ଘଟଣା ଘଟିଥିବା ଜଣାଯାଇଛି । ଜଣେ ମହିଳା ଜିଆରଏସଙ୍କଠାରୁ କିଛି ଦୁର୍ବୁତ୍ତ ଭତ୍ତା ଟଙ୍କା ଲୁଟି ନେଇଥିବା ଥାନାରେ ଅଭିଯୋଗ ହୋଇଛି । ସୂଚନାନସୁାରେ, ଓଡ଼ଗାଁ ଥାନା ଅନ୍ତର୍ଗତ ଭାଡ଼ିକିଳା ପଂଚାୟତ ଜିଆର୍ଏସ୍ ଗାୟତ୍ରୀ ଖଣ୍ଡେଇ ଆଜି ବୃଦ୍ଧ ବୃଦ୍ଧା ମାନଙ୍କୁ ଭତ୍ତା ଟଙ୍କା ବାଣ୍ଟି ନିଜ ସ୍କୁଟି ଯୋଗେ ବାଉଁଶଗାଡ଼ିଆରୁ ଆମ୍ବରାପୁର ରାସ୍ତାରେ ଫେରୁଥିଲେ । ଏକ ବ୍ରିଜ ନିକଟରେ ଦୁଇ ଜଣ ଦୁର୍ବତ୍ତ ତାଙ୍କୁ ଅଟକାଇ ପ୍ରଥମେ ଗାଡ଼ି ଚାବି ଛଡ଼ାଇ ନେଇଥିବା ବେଳେ ପରେ ତାଙ୍କ ଡିକି ଖୋଲି ଡିକିରେ ଥିବା ୪୫ ହଜାର ଟଙ୍କା ଲୁଟି ନେଇଥିବା ଜଣା ଯାଇଛି । ଏନେଇ ଜିଆର୍ଏସ୍ ଓଡ଼ଗାଁ ଥାନାରେ ପହଂଚି ଏତଲା ଦେଇଥିବା ବେଳେ ପୁଲିସ ଘଟଣାସ୍ଥଳରେ ପହଂଚି ତନାଘନା ଚଳାଇଥିବା ଜଣାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!