Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓପନଚେସ୍ ଚାମ୍ପିୟନସିପ୍ ଉଦଯାପିତ

by ସଞ୍ଜୟ ସ୍ୱାଇଁ
January 20, 2020
in Sports
ଓପନଚେସ୍ ଚାମ୍ପିୟନସିପ୍ ଉଦଯାପିତ
11
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ ରୋଟାରୀ କ୍ଲବ ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ନୟାଗଡ଼ ଓପନ ଚେସ ଚାମ୍ପିୟନସିପ -୨୦୨୦ ଉଦଯାପିତ ହୋଇଯାଇଛି । ସ୍ଥାନୀୟ ରୋଟାରୀ ଭବନରେ ଅନୁଷ୍ଠିତ ଏହି ଚାମ୍ପିୟନସିପରେ ୨୪ ଜଣ ଖେଳାଳୀ ଭାଗ ନେଇଥିଲେ । ଦୁଇ ଦିନ ଧରି ଅନୁଷ୍ଠିତ ଏହି ଖେଳ ଓଡ଼ିଶା ଚେସ ଆସୋସିଏସନ ଆରବିର୍ଟର ସନ୍ତୋଷ କୁମାର ମହାପାତ୍ରଙ୍କ ତତ୍ୱାବଧାନରେ ଚାଲିଥିବା ବେଳେ ରୋଟାରୀ ସଭାପତି ମଦନ ମୋହନ ମହାପାତ୍ର, ନୟାଗଡ଼ ଚେସ ଆସୋସିଏସନ ସଭାପତି ପ୍ରମୋଦ କୁମାର ପଟ୍ଟନାୟକ ଏବଂ ସମାଜସବେୀ ଧିରେନ୍ଦ୍ର ପଟ୍ଟନାୟକ ପ୍ରମୂଖ ସହଯୋଗ କରିଥିଲେ । ଏହାର ଫାଇନାଲ ରାଉଣ୍ଡରେ ଓଡ଼ଗାଁର ଜିତେନ୍ଦ୍ର କୁମାର ଦାଶ ଚାମ୍ପିୟନ ଘୋଷିତ ହୋଇଥିବା ବେଳେ ନୟାଗଡ଼ ସିନ୍ଦୁରିଆର ଜୟପ୍ରକାଶ ବଇରିଗଂଜନ ରନର୍ସ ଅଫ ହୋଇଥିଲେ । ସେହିଭଳି ତୃତୀୟ ସ୍ଥାନ ଅଧିକାର କରିଛନ୍ତି ଓଡ଼ଗାଁର ଗଙ୍ଗାଧର ଦାଶ । ସମସ୍ତଙ୍କୁ ଅନୁଷ୍ଠାନ ତରଫରୁ ଟ୍ରଫି ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!