Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାମ୍ବାଦିକ ମାନଙ୍କ ଦାବି ପ୍ରତି ଅଣଦେଖା ପ୍ରତିବାଦ

by ସଞ୍ଜୟ ସ୍ୱାଇଁ
February 27, 2025
in Nayagarh, State
ସାମ୍ବାଦିକ ମାନଙ୍କ ଦାବି ପ୍ରତି ଅଣଦେଖା ପ୍ରତିବାଦ
169
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ରାଜ୍ୟରେ ସରକାର ସାମ୍ବାଦିକ ମାନଙ୍କ ପ୍ରତି ଅଣଦେଖା କରୁଥିବା ଯୋଗୁଁ ଓଡ଼ିଶା ୟୁନିଅନ ଅଫ୍ ଜର୍ଣାଲିଷ୍ଟର ସଭାପତି ପ୍ରଶନ୍ନ ମହାନ୍ତିଙ୍କ ନିର୍ଦ୍ଦେଶରେ ସାରା ରାଜ୍ୟରେ ସବୁ ଜିଲ୍ଲାରେ ନିଜ ନିଜ ନିର୍ବାଚନ ମଣ୍ଡଳୀ ବିଧାୟକଙ୍କ ମାଧ୍ୟମରେ ମୂଖ୍ୟମନ୍ତ୍ରୀଙ୍କୁ ମନେ ପକେଇ ଦିଆଯାଇଛି। ପୂର୍ବରୁ ଜିଲ୍ଲାପାଳଙ୍କ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ଦାବି ପତ୍ର ପ୍ରଦାନ କରାଯାଇଥିଲା । ସାମ୍ବାଦିକ ମାନଙ୍କ ସୁରକ୍ଷା, ପେନସନ ଓ ଅଧିସ୍ବୀକୃତି କଥା ଦାବି ମଧ୍ୟରେ ରହିଛି। ତୁରନ୍ତ ପଦକ୍ଷେପ ନନେଲେ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି। ନୟାଗଡ଼ ୟୁନିଅନ ଅଫ୍ ଜର୍ଣାଲିଷ୍ଟ ତରଫରୁ ସଭାପତି ଆଚାର୍ଯ୍ୟ ବିଶ୍ୱରଂଜନ ଟୁଇଟର ଓ ହ୍ୱ।ଟସ୍ ଅପ ମାଧ୍ୟମରେ ରଣପୁର ବିଧାୟିକା ତଥା ବାଚସ୍ପତି ସୁରମା ପାଢୀ, ନୟାଗଡ଼ ବିଧାୟକ ଡଃ ଅରୁଣ କୁମାର ସାହୁ, ଦଶପଲ୍ଲା ବିଧାୟକ ରମେଶ ବେହେରା ଓ ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ ମନେ ପକେଇ ଦେଇଛନ୍ତି। ଚଳିତ ବିଧାନସଭା ରେ ଆଲୋଚନା କରି ପଦକ୍ଷେପ ନେବାକୁ ଅନୁରୋଧ କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!