Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାଣି ପଂଚାୟତ ପକ୍ଷ ପାଳିତ

by ସଞ୍ଜୟ ସ୍ୱାଇଁ
January 28, 2020
in Feature News
27
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଜଳସେଚନ ବିଭାଗ ଆନୁକୂଲ୍ୟରେ ଆୟୋଜିତ ପାଣି ପଂଚାୟତ ପକ୍ଷ ସ୍ଥାନୀୟ ଡିଆରଡିଏ କକ୍ଷରେ ପାଳିତ ହୋଇଯାଇଛି । ଜିଲ୍ଲାପାଳ ଡ. ପୋମା ଟୁଡୁ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଏହାକୁ ଉଦଘାଟନ କରିଛନ୍ତି । ଜଳସଚେନ ବିଭାଗର କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବେଳେ ଜିଲ୍ଲାର ବହୁ ଚାଷୀ ଏଥିରେ ସାମିଲ ହୋଇଛନ୍ତି । ଜଳସେଚନ ବିଭାଗ, ଆତ୍ମା, ପ୍ରାଣୀ ସଂପଦ, କ୍ଷୁଦ୍ର ଜଳସେଚନ ବିଭାଗ ଏବଂ ଉଠା ଜଳସେଚନ ବିଭାଗ ପକ୍ଷରୁ ବିଭିନ୍ନ ଷ୍ଟଲ ନିର୍ମାଣ କରାଯାଇ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି ।

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026
୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

April 19, 2026
ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!