Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୦ କେଜି ଗଞ୍ଜେଇ ଜବତ, ଦୁଇ ଗିରଫ

by ସଞ୍ଜୟ ସ୍ୱାଇଁ
March 25, 2024
in Crime, Nayagarh, State
୧୦ କେଜି ଗଞ୍ଜେଇ ଜବତ, ଦୁଇ ଗିରଫ
717
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଟାଉନ ଥାନା ପୁଲିସକୁ ମିଳିଛି ବଡ଼ ସଫଳତା । ଦୁଇ ଜଣ ଗଞ୍ଜେଇ ବେପାରୀଙ୍କ ଠାରୁ ୧ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରାଯାଇଛି । ଉଭୟଙ୍କୁ ଗିରଫ କରାଯାଇ କୋର୍ଟ ଫରୁୱାର୍ଡ କରାଯାଇଛି । ସୁଚନାନୁସାରେ ନୟାଗଡ଼ ଟାଉନ ଥାନା ଆଇଆଇସି ଏକ ନିର୍ଭର ଯୋଗ୍ୟ ସୁତ୍ରରୁ ଓଡ଼ଗାଁରୁ ନୟାଗଡ଼ ଗଞ୍ଜେଇ ଚାଲାଣ ହେଉଥିବା ଖବର ମିଳିଥିଲା । ନୟାଗଡ଼ ଟାଉନ ଥାନା ପୁଲିସ ପକ୍ଷରୁ ପିଟିଏସ ଛକ ଠାରେ ସନ୍ଧ୍ୟା ସମୟରେ ଛକି ରହିଥିଲେ । ଏହି ସମୟରେ ଏକ ହୋଣ୍ଡା ଆକ୍ଟିଭ ସ୍କୁଟି ଗାଡିରେ ଦୁଇ ଜଣଙ୍କୁ ଅଟକାଇଥିଲେ । ସେମାନଙ୍କ ଠାରୁ ୧୦ କେଜି ୨୦୦ ଗ୍ରାମ ଗଞ୍ଜେଇ ଜବତ କରାଯାଇଛି । ଯାହାର ଆନୁମାନିକ ମୁଲ୍ୟ ୧ ଲକ୍ଷ ଟଙ୍କା ହେବ । ଘଡ଼ୁଆଳ ଗ୍ରାମର ନିଳକଣ୍ଠ ସାହୁଙ୍କ ପୁଅ ସହିଲ କୁମାର ସାହୁ ଓ ରଣପୁର ଥାନା ଅନ୍ତର୍ଗତ ରଙ୍କଦେଉଳୀ ଗ୍ରାମ ପଞ୍ଚାୟତ ଡମସାହି ଗ୍ରାମର ହରେକୃଷ୍ଣ ସାହୁଙ୍କ ପୁଅ ସରୋଜ କୁମାର ସାହୁଙ୍କୁ ଗିରଫ କରାଯାଇଛି । ନୟାଗଡ଼ ଟାଉନ ଥାନାରେ ୧୦୫/୨୦୨୪ ରେ ମାମଲା ରୁଜ କରାଯାଇ ଉଭୟଙ୍କୁ କୋର୍ଟ ଫରୁୱାର୍ଡ କରାଯାଇଛି । ଏଥି ସହିତ ହୋଣ୍ଡା ଆକ୍ଟିଭ ସ୍କୁଟି ଗାଡିକୁ ଜବତ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!