Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିକଅପ୍ ଭ୍ୟାନ୍ ସହ ୧୨୦୦ ଲିଟର ମଦ ଜବତ, ୨ ଗିରଫ

by ସଞ୍ଜୟ ସ୍ୱାଇଁ
September 13, 2023
in Crime, Nayagarh, State
ପିକଅପ୍ ଭ୍ୟାନ୍ ସହ ୧୨୦୦ ଲିଟର ମଦ ଜବତ, ୨ ଗିରଫ
518
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଟାଉନ ଥାନା ପୁଲିସକୁ ମିଳିଛି ବଡ଼ ସଫଳତା । ଗତ କାଲି ରାତ୍ରି ପେଟ୍ରୋଲିଂ କରୁଥିବା ବେଳେ ଗଞ୍ଜାମରୁ ଭୁବନେଶ୍ୱରକୁ ଦେଶୀ ମଦ ଚାଲାଣ ହେଉଥିବା ଖବର ନୟାଗଡ଼ ଟାଉନ ଥାନାକୁ ମିଳିଥିଲା । ପୁଲିସ ଖବର ପାଇ ସିନ୍ଦୁରିଆ ନିକଟରୁ ମଦ ବୋଝେଇ ଗାଡିକୁ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଛି । ଗଞ୍ଜାମ ଜିଲ୍ଲା ତାରାସିଂ ଥାନା ଗ୍ୟାଲେରୀ ଗାଁର ଅରକ୍ଷିତ ଦଳେଇଙ୍କ ପୁଅ ଚନ୍ଦ୍ରମଣି ଦଳେଇ ଓ କନ୍ଧମାଳ ଜିଲ୍ଲା ଖଜୁରୀପଡା ଥାନା ପ୍ରେମଝରୀ ଗାଁ ଫୁଲଚନ ମଲ୍ଲିକଙ୍କ ପୁଅ ମନୋହର ମଲ୍ଲିକଙ୍କୁ ପୁଲିସ ଗିରଫ କରିଛି । ଉକ୍ତ ଗାଡିରେ ୧୨୦୦ ଲିଟର ଦେଶୀ ମଦ ଥିବା ଜଣା ପଡିଛି । ପୁଲିସ ପିକପ୍ ଭ୍ୟାନ୍‌କୁ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରି ଆଜି କୋର୍ଟ ଫରୁୱାର୍ଡ କରାଯିବ ବୋଲି ଜଣା ପଡିଛି । ଗଞ୍ଜାମ ଜିଲ୍ଲାରୁ ଏହି ମଦ ଭୁବନେଶ୍ୱର ଚାଲାଣ ହେଉଥିବା ସୁଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!