Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଗତୀ କରଣ ଯୁଗରେ ଭାରତୀୟ ସମାଜ ଓ ସଂସ୍କୃତିକୁ ଆହ୍ୱାନ ଆଲୋଚନା ଚକ୍ର ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
December 24, 2024
in Education, Nayagarh, State
ଜଗତୀ କରଣ ଯୁଗରେ ଭାରତୀୟ ସମାଜ ଓ ସଂସ୍କୃତିକୁ ଆହ୍ୱାନ ଆଲୋଚନା ଚକ୍ର ଅନୁଷ୍ଠିତ
319
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟ, ଇତିହାସ ବିଭାଗ ଆନୁକୁଲ୍ୟରେ “ଜଗତୀ କରଣ ଯୁଗରେ, ଭାରତୀୟ ସାମାଜ ଓ ସଂସ୍କୃତି କୁ ଆହ୍ୱାନ” ତଥା ସୁରକ୍ଷା ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଅଛି । ମହାବିଦ୍ୟାଳୟ ଅଧ୍ୟକ୍ଷା ସକିଲା ଜମାଲ ପ୍ରଦୀପ ପ୍ରଜ୍ୱଳନ କରି ଆଲୋଚନା ଚକ୍ରକୁ ଉଦ୍‌ଘାଟନ କରିଥିଲେ । ବିଭାଗୀୟ ମୁଖ୍ୟ ବାସନ୍ତୀ ଲତା ଦାସ, ସ୍ୱାଗତ ସହିତ ଆଲୋଚନା ଚକ୍ରର ଆଭିମୁଖ୍ୟ ପ୍ରଦାନ କରିଥିଲେ ।

ମୁଖ୍ୟ ବକ୍ତା ତଥା ଅବସର ପ୍ରାପ୍ତ ଅଧ୍ୟକ୍ଷ ମହମ୍ମଦ ଓମାର ମଲ୍ଲିକ, ବିଷୟବସ୍ତୁ ଉପରେ ବିଭିନ୍ନ ଦୃଷ୍ଟିକୋଣରୁ ଆଲୋଚନା କରିଥିଲେ । ଅଧ୍ୟାପିକା କସ୍ତୁରି ସାହୁ ସଂଦର୍ଭ ସଂଯୋଜନା କରିବା ସହିତ ଆଲୋଚନା ଚକ୍ରର ଉପାଦେୟତା ବୁଝାଇଥିଲେ । ଛାତ୍ରୀ ସଂଙ୍ଗୀତା କହଁର, ରୋଜାଲିନ ମହାନ୍ତି, ସୁହାସିନୀ ବେହେରା, ତପସ୍ୱୀନି ନାୟକ ଏବଂ ସୁଷମା ନାୟକ ନିଜ ନିୀଜର ସଂଦର୍ଭ ପାଠ କରିବା ସହିତ ପ୍ରଶ୍ନୋତ୍ତର ମାଧ୍ୟମରେ ତଥ୍ୟ ବ୍ୟାଖ୍ୟା କରାଯାଇଥିଲା । ଅଧ୍ୟାପିକା ଶିବପ୍ରିୟା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!