Saturday, July 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହଟସ୍ପଟ ଜିଲ୍ଲାକୁ ଗଲେ ସଂଗରୋଧ

by Anil Panda
July 29, 2020
in Breaking, Nayagarh
ହଟସ୍ପଟ ଜିଲ୍ଲାକୁ ଗଲେ ସଂଗରୋଧ
954
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରୁ ଅନେକ ଅଧିକାରୀ, ସରକାରୀ କର୍ମଚାରୀ ବିନା ଦ୍ୱିଧାରେ ହଟସ୍ପଟ ଜିଲ୍ଲାକୁ ଯାଇ ନୟାଗଡ଼ ଫେରୁଥିବା ଅଭିଯୋଗ ହେଉଛି । ସେହିଭଳି ସାଧାରଣ ଜନତା ମଧ୍ୟ ବିନା ସଂକୋଚରେ ବାହାର ଜିଲ୍ଲାକୁ ଯାଇ ପୁଣି ଫେରୁଥିବା ଜଣାଯାଇଛି । ଯାହାକୁ ନେଇ ଲୋକଙ୍କ ମନରେ ଭୟ ସୃଷ୍ଟି ହେବା ସହ କରୋନା ସଂକ୍ରମଣ ବଢ଼ିବାର ସମ୍ଭାବନା ସୃଷ୍ଟି ହୋଇଛି । ଏଣୁ ଜିଲ୍ଲା ବାହାରକୁ ଯାଉଥିବା ଅଧିକାରୀ, କର୍ମଚାରୀ ଏବଂ ସାଧାରଣ ଲୋକଙ୍କୁ କ୍ଷେତ୍ରରେ ସଂଗରୋଧ ବାଧ୍ୟତାମୂଳକ କରାଯିବା ନେଇ ଦାବି ହେଉଛି । ଜିଲ୍ଲାପାଳ ଏ ଦିଗରେ ଦୃଷ୍ଟି ଦେଇ ଉପଯୁକ୍ତ ପଦକ୍ଷେପ ନେବାକୁ ଦାବି ହେଉଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!