Thursday, April 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରଣପୁର ବିଧାୟକଙ୍କ ଆଇସୋଲେସନ୍ ଗୃହ ପରିଦର୍ଶନ

by ସଞ୍ଜୟ ସ୍ୱାଇଁ
April 26, 2020
in Feature News
ରଣପୁର ବିଧାୟକଙ୍କ ଆଇସୋଲେସନ୍ ଗୃହ ପରିଦର୍ଶନ
14
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଫେରନ୍ତାଙ୍କୁ କ୍ୱାରେଣ୍ଟାଇନ୍‌ରେ ରଖିବା ପାଇଁ ସରକାର ପ୍ରତ୍ୟେକ ପଂଚାୟତରେ ଆଇସୋଲେସନ୍ ଗୃହ ନିର୍ମାଣ କରିଥିବା ବେଳେ ଶନିବାର ରଣପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ସତ୍ୟ ନାରାୟଣ ପ୍ରଧାନ ଶରଣକୂଳ ଗ୍ରାମ ପଂଚାୟତର ନାରାୟଣ ଉଚ୍ଚ ବିଦ୍ୟାଳୟଠାରେ ପ୍ରସ୍ତୁତ କରାଯାଇଥିବା କ୍ୱାରେଣ୍ଟାଇନ୍ ସେଣ୍ଟର ଗୃହ ପରିଦର୍ଶନ କରିଛନ୍ତି । ଏଠାରେ ଦୁଇଟି କୋଠରୀରେ ପ୍ରସ୍ତୁତ କରାଯାଇଥିବା କ୍ୱାରେଣ୍ଟାଇନ୍ ସେଣ୍ଟରକୁ ଦେଖି ବିଧାୟକ ସନ୍ତୋଷ ପ୍ରକାଶ କରିଥିବା ବେଳେ ଶରଣକୂଳ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ନିର୍ମାଣ କରାଯାଇଥିବା ଆଇସୋଲେସନ୍ ସେଣ୍ଟର ବ୍ୟବସ୍ଥା ଦେଖି ବିରକ୍ତି ପ୍ରକାଶ କରିଥିବା ଜଣାଯାଇଛି । ନିୟମନୁସାରେ ଆଇସୋଲେସନ୍ ସେଣ୍ଟର ଅତ୍ୟବଶ୍ୟକ ସାମଗ୍ରୀ ବ୍ୟବସ୍ଥା କରିବାକୁ ବିଧାୟକ ପରାମର୍ଶ ଦେଇଥିବା ଜଣାପଡ଼ିଛି ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!