Saturday, July 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରଣପୁରରେ ସଡ଼କ ସୁରକ୍ଷା ସଚେତନତା

by ସଞ୍ଜୟ ସ୍ୱାଇଁ
January 15, 2020
in Lifestyle
ରଣପୁରରେ ସଡ଼କ ସୁରକ୍ଷା ସଚେତନତା
75
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଜିଲ୍ଲା ଆଂଚଳିକ ପରିବହନ ବିଭାଗ ପକ୍ଷରୁ ଆଜି ରଣପୁରରେ ସଡ଼କ ସୁରକ୍ଷା ସପ୍ତାହ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ଉପଜିଲ୍ଲାପାଳ ତଥା ଆଂଚଳିକ ପରିବହନ ଅଧିକାରୀ ଲଗ୍ନଜିତ ରାଉତ, ରଣପୁର ଥାନା ଅଧିକାରୀ ରଶ୍ମୀ ରଂଜନ ଦାସ, ଆଇନଜୀବୀ ଦିଲ୍ଲୀପ କୁମାର ନନ୍ଦ ପ୍ରମୂଖ ଯୋଗ ଦେଇଥିଲେ । ଭଗବତୀ ମୋର୍ଟର ଏବଂ ଆଂଚଳିକ ପରିବହନ ବିଭାଗ ଆନୁକୁଲ୍ୟରେ ଆୟୋଜିତ ଏହି ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଏକ ଶୋଭାଯାତ୍ରା କରାଯାଇ ସରକାରଙ୍କ ଦ୍ୱାରା ସଡ଼କ ସୁରକ୍ଷାର ନୂଆ ନିୟମ ବିଷୟରେ ସଚେତନତା କରାଯାଇଥିଲା । ଏହି ଅବସରରେ ଏକ ସଭା ଆୟୋଜନା କରାଯାଇଥିବା ଜଣାପଡ଼ିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!