Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆର୍‌ଡିସି ଆସିଲେ, ଖୁସି ହେଲେ

by Anil Panda
May 27, 2020
in Breaking
ଆର୍‌ଡିସି ଆସିଲେ, ଖୁସି ହେଲେ
23
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର ଅନୀଲ କୁମାର ସାମଲ ଆଜି ନୟାଗଡ଼ ଜିଲ୍ଲା ଗ୍ରସ୍ତରେ ଆସି ସମୀକ୍ଷା କରିଛନ୍ତି । ରଣପୁର ବ୍ଲକ ଚାନ୍ଦପୁରଠାରେ ଅବସ୍ଥିତ ନୟାଗଡ଼ ଜିଲ୍ଲାର ପ୍ରଥମ କୋଭିଡ୍‌୍ ହେଲଥ୍ ସେଣ୍ଟର ପରିଦର୍ଶନ କରିଛନ୍ତି । ହେଲଥ୍ ସେଣ୍ଟରର ସମସ୍ତ କାର୍ଯ୍ୟ ତଦାରଖ କରିବା ସହ ଏଠାରେ ଥିବା ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀଙ୍କ ସହ ଆନୁସଙ୍ଗିକ ବ୍ୟବସ୍ଥା ନେଇ ଆଲୋଚନା କରିଥିଲେ । କରୋନା ମୁକାବିଲା ନେଇ ଏଠାରେ କରାଯାଇଥିବା ବ୍ୟବସ୍ଥା ଏବଂ ଆଇସିୟୁ, ଭେଣ୍ଟିଲେଟର କାର୍ଯ୍ୟକ୍ଷମ ସଂମ୍ପର୍କରେ ପଚାରି ବୁଝିଛନ୍ତି । ଏଥିସହିତ କନ୍ଧ ନୟାଗଡ଼ ପଂଚାୟତ ଅଧିନରେ ଥିବା ରଘୁ ଦିବାକର ଉଚ୍ଚ ବିଦ୍ୟାଳୟଠାରେ ସଂଗରୋଧ କେନ୍ଦ୍ର ପରିଦର୍ଶନ କରିବା ସହ ଏହାର ବ୍ୟବସ୍ଥା ସଂମ୍ପର୍କରେ ଅନ୍ତେବାସୀଙ୍କ ସହ ଆଲୋଚନା କରିଛନ୍ତି । ଏହି ଗ୍ରସ୍ତ ସମୟରେ ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଶ୍ୱେତ କୁମାର ମହାପାତ୍ର, ରଣପୁର ବିଡିଓ ଓ ତହସିଲଦାର ଏବଂ ଚାନ୍ଦପୁର ଥାନା ଅଧିକାରୀ ପ୍ରମୂଖ ଉପସ୍ଥିତ ରହିଥିଲେ । ଏହି ଗ୍ରସ୍ତ ସମୟରେ କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର ସମସ୍ତ ବ୍ୟବସ୍ଥା ଅନୁସନ୍ଧାନ କରି ଖୁସି ହୋଇଥିବା ଜଣାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!