Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହାବିଦ୍ୟାଳୟରେ ଗଣତନ୍ତ୍ର ଦିବସ ପାଳିତ

by ସଞ୍ଜୟ ସ୍ୱାଇଁ
January 27, 2025
in Nayagarh, State
ମହାବିଦ୍ୟାଳୟରେ ଗଣତନ୍ତ୍ର ଦିବସ ପାଳିତ
152
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସ୍ଵୟଂଶାସିତ ମହାବିଦ୍ୟାଳୟ, ନୟାଗଡ଼ରେ ୭୬ତମ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଅଧ୍ୟକ୍ଷ ଡ . ବିପିନ କୁମାର ପଟ୍ଟନାୟକ ପତାକା ଉତ୍ତୋଳନ କରିବା ସହିତ ପରେଡ ଅଭିବାଦନ ଗ୍ରହଣ କରିଥିଲେ। ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ, ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷାକର୍ମୀ ଏବଂ ବହୁ ପୁରାତନ ଛାତ୍ର ଉପସ୍ଥିତ ରହି ଜାତୀୟ ପତାକାକୁ ସମ୍ମାନ ଜଣାଇଥିଲେ। କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ଲେ. ଗୋଲୋକ ବିହାରୀ ନାୟକ, ଲେ. ବିନ୍ଦୁଲତା ଷଣ୍ଢ, ଲେ. କମଳ କୁମାର ବର୍ମା। ଉଲ୍ଲେଖଯୋଗ୍ୟ ଯେ ସମର ଶିକ୍ଷାର୍ଥୀ ବାହନୀର ନୌବାହିନୀ ବର୍ଗ ଜିଲ୍ଳାସ୍ତରୀୟ ପରେଡ୍ ରେ ଅଂଶ ଗ୍ରହଣକରି ‘ବେଷ୍ଟ୍ କଣ୍ଟିଜେଣ୍ଟ’ ପୁରସ୍କାର ପ୍ରାପ୍ତହୋଇ ମହାବିଦ୍ୟାଳୟକୁ ଗୌରବାନ୍ଵିତ କରିଛନ୍ତି। ଅଧ୍ୟକ୍ଷ ଡ. ପଟ୍ଟନାୟକ ବିଜେତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!