Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଡ଼କ ସୁରକ୍ଷା ଉପଲକ୍ଷେ ମୋଟର ସାଇକେଲ ଶୋଭାଯାତ୍ରା

by ସଞ୍ଜୟ ସ୍ୱାଇଁ
January 16, 2020
in Lifestyle
ଇଟାମାଟି ଫୁଟବଲ ଟୁର୍ଣ୍ଣାମେଣ୍ଟ, ଇଟାମାଟି ବିଜୟୀ
60
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ୩୧ତମ ସଡ଼କ ସୁରକ୍ଷା ସପ୍ତାହ ୬ଷ୍ଠ ଦିବସରେ ଆଜି ଜିଲ୍ଲା ଆଂଚଳିକ ପରିବହନ କାର୍ଯ୍ୟାଳୟ ଆନୁକଲ୍ୟରେ ନୟାଗଡ଼ ସହରରେ ଏକ ମୋଟରସାଇକେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଆଂଚଳିକ ପରିବହନ ଅଧିକାରୀ ତଥା ଉପଜିଲ୍ଲାପାଳ ଲଗ୍ନଜିତ ରାଉତ ଏହି ବାଇକ ଶୋଭାଯାତ୍ରାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦଘାଟନ କରିଛନ୍ତି । ସ୍ଥାନୀୟ ଘଡ଼ୁଆଳ ନିକଟସ୍ଥ ଭଗବତୀ ମୋର୍ଟସ ଠାରୁ ଏହି ଶୋଭାଯାତ୍ରା ବାହାରି ନୟାଗଡ଼ ସହର ପରିକ୍ରମା କରିଛି । ଏଥିରେ ଜିଲ୍ଲାପ୍ରଶାସନର ପ୍ରତ୍ୟେକ ବିଭାଗର କର୍ମଚାରୀ ଯୋଗ ଦେବା ସହିତ ଜିଲ୍ଲା ପୁଲିସର ସହଯୋଗୀତା ଦେଖିବାକୁ ମିଳିଥିଲା । ଏହି ଉପଲକ୍ଷେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚକ୍ଷୁ ପରୀକ୍ଷା ଏବଂ ସ୍ୱାସ୍ଥ୍ୟ ପରୀକ୍ଷା କ୍ୟାମ୍ପ ଅନୁଷ୍ଠିତ ହୋଇଥିଲା । ଏଥିସହିତ ମିଶ୍ର ଡ୍ରାଇଭିଂ ଟ୍ରେନିଂ କେନ୍ଦ୍ରଠାରେ ପରିବହନ କାର୍ଯ୍ୟାଳୟ ପକ୍ଷରୁ ୧୫୦ରୁ ଉର୍ଦ୍ଧ ତାଲିମ ନେଉଥିବା ଚାଳକଙ୍କୁ ବିଭିନ୍ନ ପ୍ରକାରର ସୁରକ୍ଷା ସମ୍ବର୍ଦ୍ଧିୟ ଶିକ୍ଷା ଦିଆଯାଇଥିଲା । ଆଜିର କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ନୟାଗଡ଼ ଏସଡିପିଓ ନୀରଞ୍ଜନ ପାଢ଼ୀ, ଟାଉନଥାନା ଅଧିକାରୀ ଜୟଦୀପ ମହାନ୍ତି, କନିଷ୍ଠ ଏମଭିଆଇ ଦୁର୍ଗା ରାଓ, ପରିବହନ କାର୍ଯ୍ୟାଳୟ ବରିଷ୍ଠ କିରାଣୀ ନିହାର ରଂଜନ ନାୟକ ପ୍ରମୂଖ ଯୋଗ ଦେଇଥିଲେ ।

 

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!