Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଡ଼କ ସୁରକ୍ଷା ସପ୍ତାହ ଉଦଯାପିତ

by ସଞ୍ଜୟ ସ୍ୱାଇଁ
January 17, 2020
in Lifestyle
ସଡ଼କ ସୁରକ୍ଷା ସପ୍ତାହ ଉଦଯାପିତ
39
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ର ଜିଲ୍ଲା  ସଡ଼କ ସୁରକ୍ଷା ସପ୍ତାହ ଆଜି ଉଦଯାପିତ ହୋଇଯାଇଛି । ପଠାଣୀ ସାମନ୍ତ ପ୍ରେକ୍ଷାଳୟଠାରେ ଉପଜିଲ୍ଲାପାଳ ତଥା ଆଂଚଳିକ ପରିବହନ ଅଧିକାରୀ ଲଗ୍ନଜିତ ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଆରକ୍ଷୀ ଅଧିକ୍ଷକ ଶଶୀଭୂଷଣ ଶତପଥୀ, ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ତହସିଲଦାର ଭିକାରୀ ସାହୁ ପ୍ରମୂଖ ଯୋଗ ଦେଇଥିଲେ । ଗାଡ଼ି ଚଳାଇବା ବେଳେ ମୋବାଇଲ ଫୋନ ବ୍ୟବହାର ନକରିବା ଏବଂ ମୋଟରସାଇକେଲ ଚଳାବା ବେଳେ ହେଲମେଟ୍ ବ୍ୟବହାର କରିବା ସଂମ୍ପର୍କରେ ଅତିଥିମାନେ ବକ୍ତବ୍ୟ ଦେଇଥିଲେ । ଏହି ଅବସରରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କୁ ନେଇ ଅନୁଷ୍ଠିତ ତର୍କ ଓ ଚିତ୍ରାଙ୍କନ ପ୍ରତିଯୋଗୀତାର କୃତ୍ତି ଛାତ୍ରଛାତ୍ରୀଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ ।  ଏହି ଅବସରରେ ନୟାଗଡ଼ ବଜେନ୍ଦ୍ର ଉଚ୍ଚ ବିଦ୍ୟାଳୟଠାରୁ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!