Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶହୀଦଙ୍କ ଉଦ୍ଦେଶ୍ୟରେ କ୍ୟାଣ୍ଡେଲ ଶୋଭାଯାତ୍ରା

by Anil Panda
June 22, 2020
in Lifestyle
ଶହୀଦଙ୍କ ଉଦ୍ଦେଶ୍ୟରେ କ୍ୟାଣ୍ଡେଲ ଶୋଭାଯାତ୍ରା
22
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ବ୍ଲକ୍ ଇଟାମାଟି ଗ୍ରାମପଞ୍ଚାୟତ ଅନ୍ତର୍ଗତ ଆଞ୍ଚଳିକ ମହିଳା ଉନ୍ନୟନ କମିଟି ଇଟାମାଟି ପକ୍ଷରୁ ଶହୀଦ ଯବାନଙ୍କ ଉଦ୍ଦେଶ୍ୟରେ ଏକ କ୍ୟାଣ୍ଡେଲ ଶୋଭାଯାତ୍ରା ସାମାଜିକ ଦୂରତା ଅବଲମ୍ବନ କରି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଚୀନ୍ ସହ ସଂଘର୍ଷ ବେଳେ ଶହୀଦ ହୋଇଥିବା ୨୦ଜଣ ଭାରତୀୟ ଯବାନଙ୍କୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ଆଞ୍ଚଳିକ ମହିଳା ଉନ୍ନୟନ କମିଟିର ସଂଗଠିକା ଅମୀତା ପ୍ରଧାନଙ୍କ ତତ୍ତ୍ୱାବଧାନରେ ସଂଗଠନର କର୍ମୀମାନେ ଶୋଭାଯାତ୍ରାରେ ସାମିଲ ହୋଇଥିଲେ । ଆୟୋଜିତ ଶୋଭାଯାତ୍ରାରେ ଚୀନର ବର୍ବରତା ଓ ବିଶ୍ୱାସଘାତକୁ ନିନ୍ଦା କରିବା ସହ ଚୀନ୍ ସାମଗ୍ରୀ ବର୍ଜନ ଲାଗି ସଂକଳ୍ପ ନେଇଥିଲେ । ଏହି ଶୋଭାଯାତ୍ରାରେ ନିର୍ମଳା ଦେଇ, ଯମୁନା ନାୟକ, ବିମଳା ମହାନ୍ତି, ସଂଯୁ ଜେନା, ସସ୍ମିତା ଜେନା, ଶଶୀ ବେହେରା, ବିମଳା ଦାସ, ଅଶାନ୍ତି ପ୍ରଧାନ, ଝରି ବେହେରା, ଜୟନ୍ତୀ ବେହେରା, ସନ୍ଧ୍ୟାରାଣୀ, ଲିପ୍‌ସା ମହାନ୍ତି ଓ ସୁଲୋଚନା ମହାରଣା ପ୍ରମୁଖ ସାମିଲ ହୋଇଥିଲେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!