Thursday, September 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଧ୍ୟକ୍ଷ ଅଶୋକ ଜିଲ୍ଲା ସାହିତ୍ୟ ଏକାଡେମୀ ସଦସ୍ୟ

by Anil Panda
July 21, 2020
in Breaking, Feature News, Literature, Nayagarh
ଅଧ୍ୟକ୍ଷ ଅଶୋକ ଜିଲ୍ଲା ସାହିତ୍ୟ ଏକାଡେମୀ ସଦସ୍ୟ
60
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ସାହିତ୍ୟ ଏକାଡେମୀ ସଦସ୍ୟ ଭାବେ ଇଟାମାଟି ଶିକ୍ଷା ଓ ବୈଷୟିକ ମହାବିଦ୍ୟାଳୟ ଅଧ୍ୟକ୍ଷ ଅଶୋକ କୁମାର ନାୟକ ମନୋନୀତ ହୋଇଛନ୍ତି । ଇଟାମାଟି ମହାବିଦ୍ୟାଳୟରେ ଜଣେ ଛାତ୍ର ବତ୍ସଳ ଅଧ୍ୟକ୍ଷ ଭାବେ ପରିଚିତ ଶ୍ରୀଯୁକ୍ତ ନାୟକ ଏକାଧାରରେ ଜଣେ ବକ୍ତା, ସାହିତ୍ୟିକ ଏବଂ ପରୋପକାରୀ ମଣିଷ । ସେ ନୟାଗଡ଼ ଜିଲ୍ଲା ସାହିତ୍ୟ ଏକାଡେମୀ ସଦସ୍ୟ ଭାବେ ମନୋନୀତ ହେବାକୁ ନେଇ ଜିଲ୍ଲା ସାହିତ୍ୟିକ ମହଲରେ ଖୁସିର ଲହରୀ ଖେଳି ଯାଇଛି । ଯଦୁମଣୀ ସାହିତ୍ୟ ସଂସଦ ସଭାପତି ଭାବେ ଶ୍ରୀଯୁକ୍ତ ନାୟକ ଦୀର୍ଘ ବର୍ଷ ଧରି କାର୍ଯ୍ୟ କରି ଅପାର ସଫଳତା ପାଇବା ସହ ସାଧୁବାଦ ସାଉଣ୍ଟିଥିବା ବେଳେ ସାହିତ୍ୟ ଏକାଡେମୀ ସଦସ୍ୟ ହେବା ପରେ ଜିଲ୍ଲାରେ ସାହିତ୍ୟ କ୍ଷେତ୍ରରେ ଉନ୍ନତୀ ଆଣିପାରିବେ ବୋଲି ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!