Sunday, September 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାହିତ୍ୟ ଏକାଡେମୀ ସଦସ୍ୟଙ୍କୁ ସମ୍ବର୍ଦ୍ଧନା

by Anil Panda
July 28, 2020
in Feature News, Literature, Nayagarh
ସାହିତ୍ୟ ଏକାଡେମୀ ସଦସ୍ୟଙ୍କୁ ସମ୍ବର୍ଦ୍ଧନା
214
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ସାହିତ୍ୟ ଏକାଡେମୀ ସଦସ୍ୟ ଅଶୋକ କୁମାର ନାୟକଙ୍କୁ ଆଜି ଇଟାମାଟି ଗ୍ରାମ ପଂଚାୟତ ଏବଂ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଶ୍ରୀଯୁକ୍ତ ନାୟକଙ୍କ ବାସଭବନରେ ଆଜି ଆୟୋଜିତ କାର୍ଯ୍ୟକ୍ରମରେ ଭାଷାବିତ ରଜନୀକାନ୍ତ ମିଶ୍ର, କବି ଓ ଅନୁବାଦକ ଶରତ ଚନ୍ଦ୍ର ଆଚାର୍ଯ୍ୟ, କବି ଗୋଦାବରୀ ମିଶ୍ର, ସରପଂଚ ସୋନାଲିକା ମନ୍ଥନ, ସମିତିସଭ୍ୟା ବବିତା ରାଣୀ ଜେନା, ସମାଜସେବୀ ସାୱରମଲ୍ଲ ଅଗ୍ରୱାଲ୍ ପ୍ରମୂଖ ଉପସ୍ଥିତ ରହି ଶ୍ରୀଯୁକ୍ତ ନାୟକଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ନୟାଗଡ଼ରେ ସାହିତ୍ୟର ଉନ୍ନତୀ ଘଟିବ ବୋଲି ଉପସ୍ଥିତ ବୁଦ୍ଧିଜୀବିମାନେ ଆଶା ପ୍ରକଟ କରିବା ସହ ଆଗାମୀ କାର୍ଯ୍ୟ ପନ୍ଥା ସଂମ୍ପର୍କରେ ଆଲୋଚନା କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!