Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ସରସ୍ୱତୀ ଶିଶୁବିଦ୍ୟା ମନ୍ଦିର ରେ ମେଧାବୀ ଅଭିନନ୍ଦନ କାର୍ଯ୍ୟକ୍ରମ, ଶର୍ମିଷ୍ଠା ଟପ୍ପର

by ସଞ୍ଜୟ ସ୍ୱାଇଁ
May 18, 2023
in Education, Nayagarh, State
ନୟାଗଡ଼ ସରସ୍ୱତୀ ଶିଶୁବିଦ୍ୟା ମନ୍ଦିର ରେ ମେଧାବୀ ଅଭିନନ୍ଦନ କାର୍ଯ୍ୟକ୍ରମ, ଶର୍ମିଷ୍ଠା ଟପ୍ପର
1.2k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ସରସ୍ୱତୀ ଶିଶୁଵିଦ୍ୟା ମନ୍ଦିର ନୟାଗଡ଼ ପରିସରେ ମେଧାବୀ ଅଭିନନ୍ଦନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବିଦ୍ୟାଳୟ ର ସଭାପତି କେଶବ ଚନ୍ଦ୍ର ରାଉତରାୟ ଦ୍ୱୀପ ପ୍ରଜ୍ୱଳନ କରି ସରସ୍ୱତୀ ଙ୍କ ନିକଟରେ ଆଶୀଷ ଭିକ୍ଷା କରିଥିଲେ। ବିଦ୍ୟାଳୟ ର ସଭାପତି ଛାତ୍ରଛାତ୍ରୀ ଙ୍କ ଉଦ୍ଦେଶ୍ୟ ରେ ବକ୍ତବ୍ୟ ଦେଇ କଠିନ ପରିଶ୍ରମ ର ଫଳ ନିଶ୍ଚିତ ମିଳିଥାଏ ବୋଲି ପ୍ରକାଶ କରିଥିଲେ ।

ଏଥି ସହିତ କଠିନ ପରିଶ୍ରମ କରିଥିଲେ ଭଗବାନଙ୍କ ଆଶୀର୍ବାଦ ମିଳିଥାଏ ବୋଲି ପ୍ରକାଶ କରିଥିଲେ । ପିତାମାତା ଙ୍କ ପ୍ରେରଣା ଶିଶୁଙ୍କୁ ଉତ୍ତମ ମଣିଷ ହେବାରେ ସହାୟକ ହୋଇଥାଏ। ଛାତ୍ରଛାତ୍ରୀ ମାନେ ନିଜ ସଫଳତାର କାରଣ ଓ ଲକ୍ଷ୍ୟ ସମ୍ପର୍କରେ ନିଜର ମତ ରଖିଥିଲେ। ମାଟ୍ରିକ ପରୀକ୍ଷାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରୁ ୧୬ ଜଣ ଇ୧ ପାଇଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁଷ୍ପଗୁଚ୍ଛ ଦେଇ, ମିଠା ଖୁଆଇ ସମ୍ବର୍ଦ୍ଧିତ କରାଯାଇଥିଲା।

ବିଦ୍ୟାଳୟ ର ପାଶ ହାର ଶତପ୍ରତିଶତ ହୋଇଛି। ମୋଟ ୮୫ ଜଣ ପରୀକ୍ଷାର୍ଥୀ ମଧ୍ୟରୁ A1-୧୬,A2-୨୭, B1-୨୩, B2-୧୨, C-୨,ଓ D-୧ ଉତ୍ତୀର୍ଣ୍ଣ ହୋଇଛନ୍ତି। ଛାତ୍ରୀ ଶୁଶ୍ରୀ ଶର୍ମିଷ୍ଠା ସାହୁ ୫୭୧(୯୫%) ରଖି ବିଦ୍ୟାଳୟ ର ଗୌରବ ବୃଦ୍ଧି କରିଛନ୍ତି। ଏହି ଅପୂର୍ବ ସଫଳତା ପାଇଁ ସମସ୍ତ ଛାତ୍ରଛାତ୍ରୀ ଙ୍କୁ ପ୍ରଧାନକ୍ଷଚାର‌୍ୟ୍ୟ ଅମ୍ବିକା ପ୍ରସାଦ ପଟ୍ଟନାୟକ, ପରିଚାଳନା ସମିତି ସଦସ୍ୟ ବୃନ୍ଦ ଓ ଆଚାର‌୍ୟ୍ୟ ଆଚାର‌୍ୟ୍ୟକ୍ଷ ମାନେ ଅଭିନନ୍ଦନ ଜଣାଇ ସେମାନଙ୍କ ର ଉତ୍ତରୋତ୍ତର ଉର୍ଣ୍ଣତି କାମନା କରିଛନ୍ତି। ଉକ୍ତ କାର‌୍ୟ୍ୟକ୍ରମରେ ବହୁ ଅଭିଭାବକ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଉଚ୍ଛକ୍ଷହିତ କରିଥିଲେ। ଶେଷରେ ବିଦ୍ୟାଳୟ ର ଯୁଗ୍ମ ସମ୍ପାଦକ ଗଣେଶ୍ୱର ପରିଡ଼ା ଧନ୍ୟବାଦ ଅର୍ପଣ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!