Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୦୨୪-୨୫ ମାଧ୍ୟମିକ ପରୀକ୍ଷାରେ ସାରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ନୟାଗଡ଼ର ଶତପ୍ରତିଶତ ସଫଳତା ଲାଭ

by ସଞ୍ଜୟ ସ୍ୱାଇଁ
May 3, 2025
in Education, Nayagarh, State
୨୦୨୪-୨୫ ମାଧ୍ୟମିକ ପରୀକ୍ଷାରେ ସାରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ନୟାଗଡ଼ର ଶତପ୍ରତିଶତ ସଫଳତା ଲାଭ
47
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଚଳିତ ଶିକ୍ଷାବର୍ଷ ୨୦୨୪-୨୫ ମାଧ୍ୟମିକ ପରୀକ୍ଷାରେ ସାରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ନୟାଗଡ଼ ଶତପ୍ରତିଶତ ସଫଳତା ଲାଭ କରିଛି। A1-6ଜଣ ଛାତ୍ରଛାତ୍ରୀ ସେହିପରି A2- 17ଜଣ, B1-21 ଜଣ B2- 21ଜଣ, C-18ଜଣ, D-2ଜଣ। ଏହିପରି କୃତି ଛାତ୍ରଛାତ୍ରୀ ମାନେ ବ୍ୟାପକ ସଫଳତା ଅର୍ଜନ କରି ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି। ଆଶିଷ କୁମାର ପ୍ରଧାନ ସର୍ବୋଚ୍ଚ 573 ନମ୍ବର ରଖି ପିତାମାତା, ବିଦ୍ୟାଳୟ ଓ ସମ୍ପୂର୍ଣ୍ଣ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି ।

ସେହିପରି ତୃତୀୟ ଶ୍ରେଣୀ ସରକାରୀ ବୃତ୍ତି ପରୀକ୍ଷାରେ ଆୟୁଷ କୁମାର ପ୍ରଧାନ ନୟାଗଡ଼ ବ୍ଲକରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେ ମୋଟ ୧୦୦ ରୁ ୯୯ ନମ୍ବର ରଖି କୃତ୍ତିତ୍ୱ ହାସଲ କରିଛନ୍ତି। ଗିରିଶ କୁମାର ଘଡେଇ ଦ୍ଵିତୀୟ ରାଙ୍କ ଓ ସ୍ବର୍ଣ୍ଣଲତା ପାଳ ମଧ୍ୟ ସ୍ଥାନିତ ଅଛନ୍ତି। ୫ମ ଶ୍ରେଣୀ ସରକାରୀ ବୃତ୍ତି ପରୀକ୍ଷାରେ ଆୟୁଷ କୁମାର ମହାନ୍ତି କୃତିତ୍ୱ ହାସଲ କରିଛନ୍ତି। ସେହିପରି ଶିକ୍ଷାବିକାଶ ସମିତି ଓଡିଶା ଆନୁକୂଲ୍ୟରେ ଆୟୋଜିତ ଶ୍ରୀ ଭାରାତିକୃଷ୍ଣ ଗଣିତ ପ୍ରତିଭା ପରୀକ୍ଷାରେ ରାଜ୍ୟର ପ୍ରଥମ ୧୦ଜଣଙ୍କ ମଧ୍ୟରେ ଅଷ୍ଟମ ସ୍ଥାନରେ ତୃତୀୟ ଶ୍ରେଣୀର ଛାତ୍ର ସ୍ୱସ୍ତିକ ମହାପାତ୍ର ସ୍ଥାନିତ ଅଛନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!