Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଘର ହିଁ ବିଦ୍ୟାଳୟ ପ୍ରକଳ୍ପ

by ସଞ୍ଜୟ ସ୍ୱାଇଁ
March 1, 2020
in Feature News
ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଘର ହିଁ ବିଦ୍ୟାଳୟ ପ୍ରକଳ୍ପ
121
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ସହରରେ ଅବସ୍ଥିତ ଶିକ୍ଷା ବିକାଶ ସମିତି ଦ୍ୱାରା ପରିଚାଳିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଘର ହିଁ ବିଦ୍ୟାଳୟ ପ୍ରକଳ୍ପ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଇଟାମାଟି +୩ ମହାବିଦ୍ୟାଳୟ ଅଧ୍ୟକ୍ଷ ସୁକାନ୍ତ ରଣସିଂହ ଯୋଗ ଦେଇଥିବା ବେଳେ ପ୍ରଧାନଆଚାର୍ଯ୍ୟ ଅମ୍ବିକା ପଟ୍ଟନାୟକ ପ୍ରମୂଖ ଯୋଗ ଦେଇଥିଲେ । ହିନ୍ଦୁ ଘରର ସଂକଳ୍ପନା ସମ୍ବଦ୍ଧରେ ଛାତ୍ରଛାତ୍ରୀ ଅଭିଭାବକ ମାନଙ୍କୁ ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଛାତ୍ରଛାତ୍ରୀ, ଅଭିଭାବକ ଏବଂ ବିଦ୍ୟାଳୟର କର୍ମକତ୍ତା ପ୍ରମୂଖ ଯୋଗ ଦେଇଥିଲେ ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!