Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ସର୍ବ ଭାରତୀୟ ଫୁଟବଲ୍ କ୍ୟାଲେଣ୍ଡରରେ ସ୍ଥାନୀତ ହେଉ : ଜିଲ୍ଲାପାଳ

by ସଞ୍ଜୟ ସ୍ୱାଇଁ
December 8, 2019
in Nayagarh, Sports
ନୟାଗଡ଼ ସର୍ବ ଭାରତୀୟ ଫୁଟବଲ୍ କ୍ୟାଲେଣ୍ଡରରେ ସ୍ଥାନୀତ ହେଉ : ଜିଲ୍ଲାପାଳ
27
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ସର୍ବଭାରତୀୟ ଫୁଟବଲ ଟୁନାମେଣ୍ଟ ଅବସରରେ ଅନ୍ୟତମ ଅତିଥି ଭାବେ ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁ ଯୋଗ ଦେଇ ଏହି ଫୁଟବଲ ଟୁନାମେଣ୍ଟ ଜାତୀୟ ସ୍ତରର କ୍ରୀଡ଼ା କ୍ୟାଲେଣ୍ଟରରେ ସ୍ଥାନ ପାଇବା ଆବଶ୍ୟକ ବୋଲି କହିଥିଲେ । ଏହା ସହିତ ନୟାଗଡ଼ର ସମସ୍ତ ଅନୁଷ୍ଠାନର ସହଯୋଗ ପାଇଁ ଏଭଳି ଆୟୋଜନ ହୋଇପାରୁଛି ବୋଲି ମତବ୍ୟକ୍ତ କରିଥିଲେ । ଜନସାଧାରଣଙ୍କ ଉତ୍ସାହ ଏଠାରେ ଦେଖିବାକୁ ମିଳିଲା ବୋଲି ସେ କହିବା ସହ ଆଗାମୀ ଦିନରେ ଏହାର ବ୍ୟାପକ ପ୍ରସାର ହେଉ ବୋଲି କହିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!