Saturday, July 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ଗାଁର ୩୧ ବିଦ୍ୟାଳୟକୁ ବନ୍ଦ ନିର୍ଦ୍ଦେଶ

by ସଞ୍ଜୟ ସ୍ୱାଇଁ
July 29, 2020
in Breaking, Education, Nayagarh
ଓଡ଼ଗାଁର ୩୧ ବିଦ୍ୟାଳୟକୁ ବନ୍ଦ ନିର୍ଦ୍ଦେଶ
1.5k
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା) : ଓଡ଼ଗାଁ ବ୍ଲକର ୩୧ଟି ବିଦ୍ୟାଳୟକୁ ଓଡ଼ିଶା ରାଜ୍ୟ ଶିକ୍ଷାବିଭାଗ ନିର୍ଦ୍ଦେଶ କ୍ରମେ ଓଡ଼ଗାଁ ଗୋଷ୍ଠୀ ଶିକ୍ଷା ଅଧିକାରୀ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହିତ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀମାନଙ୍କୁ ନିକଟସ୍ଥ ବିଦ୍ୟାଳୟମାନଙ୍କରେ ଖୁବ ଶୀଘ୍ର ନାମ ଲେଖାଇବା ପାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିବା ଜଣାଯାଇଛି । ବନ୍ଦ ହେବାକୁ ଥିବା ପ୍ରକଲ୍ପ ପ୍ରାଥମିକ ବିଦ୍ୟାଲୟ ଗୁଡିକ ହେଲା ଗୁଣ୍ଡୁରିବାରୀ, ଜାମୁସାହି, କେ.ପଲ୍ଲୀ, ଡି.ପଲ୍ଲୀ, କୋମଣ୍ଡ ହରିଜନ ସାହି, କୁରାଢିଘଶା, ପଂଚୁମୁ ତୋତାସାହି, ସାତପାଟିଆ, ଜାତ୍ରାବରପାଟଣା, ଲଡୁସାହି, ମଦନଗାଡିଆ, ମକରପଦା, କଦଳିବନ୍ଧ । ପ୍ରାଥମିକ ବିଦ୍ୟାଳୟ ଗୁଡିକ ହେଲା ଜାମୁଝୋଲା, କଇଠପଲ୍ଲୀ, କଂଟାବଣିଆ, କୁଞ୍ଜବନପଲ୍ଲୀ, ସାନକୁଟୁଣୀ, ସରମରେଇସାହି, ବଧିସାହି, ବାଉଁଶିଆ, ଗୋଡିପଡା, ଜାମୁସାହି, କୈବଲ୍ୟପୁର, କେନ୍ଦୁପଲ୍ଲୀ, ପୋଡାଗଡ଼, ବାଘୁଆ, ପୁଆଣିଆ । ଏବଂ ସାବିଦେଇପୁର ନୁତନ ପ୍ରାଥମିକ ବିଦ୍ୟାଳୟ, ଅଶୁରୁଢିପା ଓ କୁରୁମୁଣ୍ଡାଳି ପ୍ରକଳ୍ପ ଉଚ୍ଚପ୍ରାଥମିକ ବିଦ୍ୟାଳୟ ଏବଂ ପଦ୍ମାଦେଇପୁରୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!