Saturday, June 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଣିଷ ପଣିଆ ଦେଖାଇଲେ ଆରକ୍ଷୀ ଅଧିକ୍ଷକ

by Anil Panda
April 11, 2020
in Feature News
ମଣିଷ ପଣିଆ ଦେଖାଇଲେ ଆରକ୍ଷୀ ଅଧିକ୍ଷକ
23
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): କରୋନା କଟକଣା ପାଇଁ ଡ୍ୟୁଟି କରୁଥିବା ପୁଲିସ କର୍ମଚାରୀଙ୍କ ପ୍ରତି ଆଜି ନୟାଗଡ଼ ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ଦିୱାକର ନିଜର ସ୍ନେହ ଶ୍ରଦ୍ଧା ବାଣ୍ଟି ଦେଇଛନ୍ତି । ମଧ୍ୟାହ୍ନରେ ଆରକ୍ଷୀ ଅଧିକ୍ଷକ ନିଜ ଗାଡ଼ିରେ ବିସ୍କୁଟ ଓ ପାଣି ବୋତଲ ନେଇ ଟ୍ରାଫିକ ଛଳରେ ଡ୍ୟୁଟି କରୁଥିବା ପୁଲିସ କର୍ମଚାରୀଙ୍କ ବାଣ୍ଟି ନିଜର ମଣିଷ ପଣିଆ ଦେଖାଇଛନ୍ତି । ଧୁ ଧୁ ଖରାରେ ପୁଲିସ କର୍ମଚାରୀମାନେ ନିଜର କର୍ତ୍ତବ୍ୟ କରୁଥିବା ବେଳେ ଲକ୍ ଡାଉନ୍ ପାଇଁ ସହରରେ ଦିନ ଗୋଟାଏ ପରେ ପାଣି ଟୋପେ ମିଳୁ ନାହିଁ । ଏ ସମୟରେ ଆରକ୍ଷୀ ଅଧିକ୍ଷକ ନିଜର ବଡ଼ ପଣିଆକୁ ଭୁଲି କର୍ମଚାରୀଙ୍କ ପ୍ରତି ଥିବା ତାଙ୍କ ସ୍ନେହ ଶ୍ରଦ୍ଧା ବାଣ୍ଟିଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!