Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଶାସନଠାରୁ ୫-୧ ଗୋଲରେ ହାରିଲେ ସାମ୍ବାଦିକ

by ସଞ୍ଜୟ ସ୍ୱାଇଁ
January 26, 2020
in Sports
ପ୍ରଶାସନଠାରୁ ୫-୧ ଗୋଲରେ ହାରିଲେ ସାମ୍ବାଦିକ
28
VIEWS
Share on FacebookShare on Twitter

ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ ମ୍ୟାଚ

ନୟାଗଡ଼, (ବଘୁଆବାର୍ତ୍ତା) : ସାଧାରଣତନ୍ତ୍ର ଦିବସ ଅବସରରେ ଆଜି ପ୍ରଶାସନ ଏକାଦଶ ବନାମ ସାମ୍ବାଦିକ ଏକାଦଶ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ଖେଳ ପଡ଼ିଆରେ ଆୟୋଜିତ ଏହି ମ୍ୟାଚରେ ସାମ୍ବାଦିକ ଏକାଦଶ ପ୍ରଶାସନ ଏକାଦଶଠାରୁ ୫-୧ ଗୋଲରେ ପରାଜୟ ସ୍ୱୀକାର କରିଛି । ଏହି ମ୍ୟାଚରେ ସମ୍ବାଦିକଙ୍କ ତରଫରୁ ଶ୍ରୀକାନ୍ତ ଖଟେଇ ନେତୃତ୍ୱ ନେଇଥିବା ବେଳେ ପ୍ରଶାସନ ପକ୍ଷରୁ ବନଖଣ୍ଡ ଅଧିକାରୀ ଧନରାଜ ଏଚ.ଡି ନେତୃତ୍ୱ ନେଇଥିଲେ । ଆୟୋଜିତ ଖେଳରେ ମୁଖ୍ୟ ଅତିଥି ଭାବେ ଉପଜିଲ୍ଲାପାଳ ଲଗ୍ନଜିତ ରାଉତ ଯୋଗ ଦେଇ ବିଜୟୀ ଦଳ ଟ୍ରଫି ପ୍ରଦାନ କରିଥିଲେ । ଏହି ଖେଳକୁ କ୍ରୀଡ଼ା ଅଧିକାରିଣୀ ସୁଜାତା ସାହୁ ପରିଚାଳନା କରିଥିବା ବେଳେ ବରିଷ୍ଠ ସାମ୍ବାଦିକ ପ୍ରମୋଦ ପଟ୍ଟନାୟକ ଏବଂ ନୟାଗଡ଼ ତହସିଲଦାର ଭିକାରି ଚରଣ ସାହୁ ଉପସ୍ଥିତ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!