Saturday, June 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲାଞ୍ଚ ମାଗିଲେ, ଫୋନ୍ କରନ୍ତୁ

by Anil Panda
October 3, 2020
in Nayagarh
ଲାଞ୍ଚ ମାଗିଲେ, ଫୋନ୍ କରନ୍ତୁ
2.4k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଖୋର୍ଦ୍ଧା ଉପଜିଲ୍ଲାପାଳଙ୍କ କାର୍ଯ୍ୟଳୟର ଜଣେ କିରାଣୀ ଭିଜିଲାନ୍ସ ହାତରେ ଧରା ପଡ଼ିବା ପରେ ନୟାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ତାହାର ପଭାବ ଦେଖିବାକୁ ମିଳିଛି । ଏନେଇ ନୟାଗଡ଼ ଉପଜିଲ୍ଲାପାଳ ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଏକ ନୋଟିସ୍ ମାରିଥିବା ଜଣାଯାଇଛି । ଏହି ନୋଟିସ୍‌ରେ ଉଲ୍ଲେଖ ରହିଛି କି, ‘ନୟାଗଡ଼ ଉପଜିଲ୍ଲାପାଳଙ୍କ ଅଧିନରେ ଥିବା ସମସ୍ତ ତହସିଲ କାର୍ଯ୍ୟାଳୟକୁ ଆସୁଥିବା ଜନ ସାଧାରଣଙ୍କୁ ଅନୁରୋଧ କରା ଯାଉଛି କି ସେମାନେ ଯେକୈାଣସି କାର୍ଯ୍ୟ ପାଇଁ ନିର୍ଦ୍ଧାରିତ ସରକାରୀଦେୟଠାରୁ ଅଧିକ ଅର୍ଥ ଦିଅନ୍ତୁ ନାହିଁ । ଯଦି କୈାଣସି ସରକାରୀ କର୍ମଚାରୀ ଆପଣଙ୍କୁ ନିଦ୍ଧାରିତ ଦେୟଠାରୁ ଅଧିକ ଅର୍ଥ ଦାବି କରୁଛନ୍ତି, ତେବେ ଉପଜିଲ୍ଲାପାଳଙ୍କୁ ୯୧୭୮୧୦୭୩୯୭ କିମ୍ବା ୯୪୩୭୧୦୭୩୯୭ ନମ୍ବରରେ ଫୋନ୍ କରିବାକୁ କୁହାଯାଇଛି ।  ଏଥିରୁ ସିଧାସଳଖ ବୁଝା ପଡ଼ୁଛି କି, କୈାଣସି ସରକାରୀ କର୍ମଚାରୀ ଲାଞ୍ଚ ମାଗିଲେ ଉପଜିଲ୍ଲାପାଳଙ୍କୁ ଫୋନ୍ କରିବାକୁ କୁହା ଯାଇଛି । ନୟାଗଡ଼ ଉପଜିଲ୍ଲାପାଳ ଲଗ୍ନଜିତ ରାଉତଙ୍କ ଏଭଳି କାର୍ଯ୍ୟକୁ ସବୁ ମହଲରୁ ପ୍ରଶଂସା କରାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!