Sunday, November 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟର୍ଚ୍ଚ ମାରି ଚାଲିଛି ରୋଗୀ ସେବା

by Anil Panda
June 3, 2020
in Feature News
ଟର୍ଚ୍ଚ ମାରି ଚାଲିଛି ରୋଗୀ ସେବା
27
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରୁ ଅଭାବନୀୟ ଦୃଶ୍ୟ ସାମନାକୁ ଆସିଛି । ମୋବାଇଲ ଟର୍ଚ୍ଚ ଲାଇଟରେ ଜଣେ ଦୁର୍ଘଟଣା ଗ୍ରସ୍ତ ବ୍ୟକ୍ତିଙ୍କ ଷ୍ଟିଚ ପଡ଼ୁଥିବା ଦେଖାଯାଇଛି । ସୂଚନାନୁସାରେ, ଗତକାଲି ବିଳମ୍ବିତ ରାତିରେ ଖୋର୍ଦ୍ଧା ବଲାଙ୍ଗିରୀ ୫୭ ନମ୍ବର ଜାତୀୟ ରାଜପଥର ବିନୋଦପଡ଼ା ଛକଠାରେ ଏକ ସଡ଼କ ଦୁର୍ଘଟଣାର ଶୀକାର ହୋଇଥିଲେ ଚମ୍ପେଇଲୋ ଗ୍ରାମର ଜଣେ ଯୁବକ । ତାଙ୍କୁ ଚିକିତ୍ସା ପାଇଁ କିଛି ଯୁବକ ରାଜସୁନାଖଳା ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତୀ କରିଥିଲେ । ରୋଗୀଙ୍କୁ ତୁରନ୍ତ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଡ୍ରେସିଂ ରୁମକୁ ନିଆଯାଇଥିଲା । ଜରୁରୀକାଳିନ ସେବା ଗୃହର ସବୁ ଲାଇଟ୍ ପୂର୍ବରୁ ଖରାପ ହୋଇ ଯାଇଥିବା ଦେଖାଯାଇଥିଲା । ଫଳରେ ମୋବାଇଲ ଟର୍ଚ୍ଚ ସାହାର୍ଯ୍ୟରେ ମେଡିକାଲ ଆଟେଣ୍ଡାଡ୍ ଉକ୍ତ ରୋଗୀର ଚିକିତ୍ସା କରିଥିଲେ । କିଛିଦିନ ତଳେ ଉକ୍ତ ଏହି ଡାକ୍ତରଖାନାକୁ ୫ କୋଟି ଟଙ୍କା ବ୍ୟୟରେ ତିନିମହଲା ବିଶିଷ୍ଟ କରାଯାଇଥିଲା ମାତ୍ର ଏବେ ଏହାର ଡ୍ରେସିଂ ରୁମରେ ଲାଇଟ ନଜଳିବା ପ୍ରଶାସନିକ ଅବହେଳାକୁ ପଦାରେ ପକାଇଥିବା ଆଲୋଚନା ହେଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!