Saturday, September 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାଲାମଙ୍କ ଶ୍ରାଦ୍ଧବାର୍ଷିକ ଅବସରରେ ଶିକ୍ଷକସଂଘ ପକ୍ଷରୁ ଶ୍ରଦ୍ଧାଞ୍ଜଳୀ

by Anil Panda
July 27, 2020
in Lifestyle, Nayagarh
କାଲାମଙ୍କ ଶ୍ରାଦ୍ଧବାର୍ଷିକ ଅବସରରେ ଶିକ୍ଷକସଂଘ ପକ୍ଷରୁ ଶ୍ରଦ୍ଧାଞ୍ଜଳୀ
335
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ବିଶିଷ୍ଟ ବୈଜ୍ଞାନିକ, ଭାରତର ମିଶାଇଲ ମ୍ୟାନ, ଭାରତର ପୂର୍ବତନ ରାଷ୍ଟ୍ରପତି ଏବଂ ଭାରତରତ୍ନ ସ୍ୱର୍ଗତ ଡଃ.ଏ.ପି.ଜେ ଅବଦୁଲ କାଲାମଙ୍କ ୫ମ ଶ୍ରାଦ୍ଧବାର୍ଷିକ ଅବସରରେ ତାଙ୍କ ପ୍ରତିମୂର୍ତ୍ତିୀରେ ଧୂପ, ପୁଷ୍ପମାଲ୍ୟ ଅର୍ପଣ କରାଯାଇ ଗଭୀର ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇଛି । ନୟାଗଡ଼ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏକ ନିରାଡ଼ମ୍ବର ଉତ୍ସବରେ ମୁଖ୍ୟ ଅତିଥିଭାବେ ଜିଲ୍ଲା ଶିକ୍ଷାଧିକାରୀ ଲକ୍ଷ୍ମୀଧର ବେହେରା ଯୋଗଦାନ କରି କାର୍ଯ୍ୟାଳୟ ପରିସରରେ ସ୍ଥାପିତ ଡ.କାଲାମଙ୍କ ପ୍ରତିମୂର୍ତ୍ତିରେ ଧୂପ, ପୁଷ୍ପ ଅର୍ପଣ ପୂର୍ବକ ତାଙ୍କ ସ୍ମୃତିଚାରଣ କରିଥିଲେ । ସେହିପରି ବ୍ଳକ ଶିକ୍ଷାଧିକାରୀ ଉମାକାନ୍ତ ସେଠୀ ସମ୍ମାନୀତ ଅତିଥିଭାବେ ଯୋଗଦାନ କରିଥିବା ବେଳେ ମାଧ୍ୟମିକ ଶିକ୍ଷକସଂଘ ପକ୍ଷରୁ ସଂପାଦକ ଅଭିମନ୍ୟୁ ମହାନ୍ତି, ଅନ୍ତର୍ଯ୍ୟାମୀ ପତି, ଶିକ୍ଷକନେତା ବଟକୃଷ୍ଣ ମିଶ୍ର, ଶେଖ ଅବଦୁଲ ଖାଲିକ, ବିପିନ ବିହାରୀ ଦାସ, ଲକ୍ଷ୍ମୀଧର ସାହୁ, ସୁରେଶ କୁମାର ସେଠୀ, ଅଶୋକ ମଲ୍ଲ, ଉମେଶ ସ୍ୱାଇଁ, ପ୍ରଦୀପ କୁମାର ସାହୁ, ରବିନ୍ଦ୍ର ସାହୁଙ୍କ ସମେତ ଶିକ୍ଷା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!