Sunday, April 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରେନ ଧକ୍କାରେ ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
May 1, 2023
in Breaking, Nayagarh
ଟ୍ରେନ ଧକ୍କାରେ ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ
1.3k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା); ଟ୍ରେନ ଧକାଁରେ ଜଣେ ବୟସ୍କ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ବ୍ୟକ୍ତିଙ୍କ ଘର ରାଜସୁନାଖଳା ଅଞ୍ଚଳର ବୋଲି ସୂଚନା ମିଳିଥିଲେ ମଧ୍ୟ ପରିଚୟ ମିଳିପାରିନାହିଁ । ସୂଚନାନୁସାରେ, ଆଜି ରାତ୍ର ୭ଟା ସମୟରେ ଖୋର୍ଦ୍ଧା ରୋଡ଼ରୁ ନୟାଗଡ଼ ଅଭିମୁଖେ ଆସୁଥିବା ପାସେଞ୍ଜର ଟ୍ରେନ ବୋଲଗଡ଼ ଷ୍ଟେସନ ଅଟିକିଥିଲା । ତେବେ ଟ୍ରେନଟି ବୋଲଗଡ଼ ଷ୍ଟେସନ ଛାଡିବା କ୍ଷଣି ଜଣେ ବୟସ୍କ ବ୍ୟକ୍ତି ଜଣଙ୍କ ଟ୍ରେନ ସହ ଧକ୍କା ହୋଇଥିଲା । ବୟସ୍କ ବ୍ୟକ୍ତି ଜଣଙ୍କ ମୁଣ୍ଡରେ ଜୋର ଆଘାତ ଲାଗିଥିବାରୁ ଟ୍ରେନ ଅଟଳାଇ ସ୍ଥାନୀୟ ଲୋକ ଟ୍ରେନ ଚାଳକ ଉକ୍ତ ବ୍ୟକ୍ତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଟ୍ରେନରେ ନୟାଗଡ଼ ଷ୍ଟେସନ ଆଣିଥିଲେ । ନୟାଗଡ଼ ଷ୍ଟେସନ ଠାରୁ ଆମ୍ବୁଲାନ୍ସ ମାଧ୍ୟମରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଚିକିତ୍ସା ପାଇଁ ଆଣିଥିଲେ । ତେବେ ଡାକ୍ତର ତାଙ୍କୁ ମୃତ ଷୋଘଣା କରିଥିବା ଜଣାପଡିଛି । ତେବେ ଉକ୍ତ ବ୍ୟକ୍ତିର ପରିଚୟ ମିଳିପାରିନଥିବା ବେଳେ ସେ ଜଣେ ଅଟୋ ଚାଳକ ଏବଂ ତାଙ୍କ ଘର ରାଜସୁନାଖଳା ଅଞ୍ଚଳରେ ବୋଲି ସୂଚନା ମିଳିଛି । ପୋଲିସ୍ ମୃତ ଶରୀର ଜବତ କରି ଶବ ବ୍ୟବଛେଦ କରିବା ଶବ ବ୍ୟବଛେଦ ଗୃହରେ ରଖିଥିବା ସୂଚନା ମିଳିଛି ।

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!