Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରେନରେ କଟି ବୃଦ୍ଧଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
March 15, 2020
in Accident
ଟ୍ରେନରେ କଟି ବୃଦ୍ଧଙ୍କ ମୃତ୍ୟୁ
13
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅନ୍ତର୍ଗତ ବାଉଁଶିଆପଡ଼ା ନିକଟରେ ଆଜି ଜଣେ ବୃଦ୍ଧ ବ୍ୟକ୍ତିଙ୍କର ଟ୍ରେନରେ କଟି ମୃତ୍ୟୁ ଘଟିଥିବା ଜଣାଯାଇଛି । ମୃତକ ହେଲେ ବାଉଁଶିଆପଡ଼ା ପଂଚାୟତ ଅଭିମାନପୁର ଗ୍ରାମର ନବୀନ ନାୟକ ଓରଫ ଡାକ । ସୂଚନାନୁସ।।ରେ, ଆଜି ଖୋର୍ଦ୍ଧା ରୋଡ଼ରୁ ନୟାଗଡ଼ ଆସୁଥିବା ଟ୍ରେନରେ ଦିନ ୧୦ଟା ୩୦ ବେଳେ ଏହି ଦୁର୍ଘଟଣା ଘଟି ନବୀନଙ୍କ ହାତ ଓ ଗୋଡ଼ କଟି ଯାଇଥିଲା । ଫଳରେ ଟ୍ରେନଟି ସେଠାରେ ଅଟଳି ରହିବା ସହ ନବୀନଙ୍କୁ ଉଦ୍ଧାର କରି ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା । ମାତ୍ର ଡାକ୍ତର ତାଙ୍କ ମୃତ ଘୋଷଣା କରିଛନ୍ତି । ଏହି ଅଘଟଣର କାରଣ ଜଣା ପଡ଼ିନଥିଲେ ମଧ୍ୟ ପାରିବାରିକ ଗଣ୍ଡଗୋଳ ନବୀନ ଟ୍ରେନ ଆଗକୁ ଆସି ଆତ୍ମହତ୍ୟା କରିଥିବା ଆଲୋଚନା ହେଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!