Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ୟୁନିଟେକରେ ସଡ଼କ ସୁରକ୍ଷା ସଚେତନତା

by ସଞ୍ଜୟ ସ୍ୱାଇଁ
January 17, 2020
in Lifestyle
ୟୁନିଟେକରେ ସଡ଼କ ସୁରକ୍ଷା ସଚେତନତା
46
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ୟୁନିଟେକ ମହାବିଦ୍ୟାଳୟରେ ଆଜି ସଡ଼କ ସୁରକ୍ଷା ସଚେତନତା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ଅଧ୍ୟାପକ ଆଦିତ୍ୟ କୁମାର ମିଶ୍ର ଯୋଗ ଦେଇଥିଲେ । ସରକାରଙ୍କ ସଡ଼କ ସୁରକ୍ଷା ନୂଆ ନିୟମ ସମ୍ବଦ୍ଧରେ ଛାତ୍ରଛାତ୍ରୀମାନଙ୍କ ସଚେତନ କରାଯିବା ସହ ଗାଡ଼ି ଚଳାଇବା ବେଳେ ମୋବାଇଲ ବ୍ୟବହାର ନକରିବା ଏବଂ ହେଲମେଟ ବ୍ୟବହାର କରିବା ନେଇ ସଚେତନ କରାଯାଇଥିଲା । ୧୮ ବର୍ଷରୁ କମ ଛାତ୍ରଛାତ୍ରୀମାନେ ମୋଟର ସାଇକେଲ ନଚଳାଇବା ପାଇଁ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କୁମାର ପୃଷ୍ଟି ବାରଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅଧ୍ୟାପିକା ଦୀପ୍ତି ଆଚାର୍ଯ୍ୟ, ଅଧ୍ୟାପକ ଆଲୋକ କୁମାର ମହାପାତ୍ର ଏବଂ ଶ୍ରୀକାନ୍ତ ପଣ୍ଡା ପ୍ରମୂଖ ଯୋଗ ଦେଇଥିଲେ । ମହାବିଦ୍ୟାଳୟର ଅଧ୍ୟାପିକା, ଅଧ୍ୟାପକ ଏବଂ ଅନ୍ୟ କର୍ମଚାରୀମାନେ ସହଯୋଗ କରିଥିଲେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!