Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ଆର୍.ଡି ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଗୋବିନ୍ଦ ସାହୁ

by ସଞ୍ଜୟ ସ୍ୱାଇଁ
March 30, 2022
in Feature News
ଭିଜିଲାନ୍ସ ଜାଲରେ ଆର୍.ଡି ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଗୋବିନ୍ଦ ସାହୁ
1.1k
VIEWS
Share on FacebookShare on Twitter

ନୟାଗଡ଼(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ବିଭାଗ-୧ ନୟାଗଡ଼ ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଗୋବିନ୍ଦ ସାହୁଙ୍କ ଘର ଏବଂ ଅଫିସରେ ଭିଜିଲାନ୍ସ ଚଢ଼ାଉ କରିଛି । ରାଜ୍ୟର ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଥିବା ସୂଚନା ମିଳିଛି । ପୂର୍ବରୁ ଥରେ ନୟାଗଡ଼ ନିର୍ବାହୀ ଯନ୍ତ୍ରୀଙ୍କ ସହ ବିପୁଳ ପରିମାଣର ଟଙ୍କା ନେଇ ଯାଉଥିବା ବେଳେ ଏସଡିଓ ଶ୍ରୀ ସାହୁ ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ । ଉକ୍ତ ଘଟଣାରୁ ସେ ରକ୍ଷା ପାଇ ଯାଇଥିବା ବେଳେ ନିର୍ବାହୀ ଯନ୍ତ୍ରୀ ଗିରଫ ହୋଇଥିଲେ । ଆଜି ତାଙ୍କ ଭୁବନେଶ୍ୱର ପଟିଆ ଅଞ୍ଚଳରେ ଥିବା କୋଠା, କଟକ କିଶୋରନଗର ଘର, ଲାଲାବାଗ ଘର, ଖଣ୍ଡଗିରି ଦୋମହଲା ଘର, ନୟାଗଡ଼ ବାସଭବନ ଏବଂ କାର୍ଯ୍ୟାଳୟରେ ଏକକାଳୀନ ଚଢ଼ାଉ ଚାଲିଥିବା ସୂଚନା ମିଳିଛି । ୫ ଜଣ ଡିଏସପି ଏବଂ ୫ ଜଣ ଇନ୍ସିପେକ୍ଟର ଏହି ଚଢ଼ାଉରେ ସାମିଲ ହୋଇଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!