Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାର୍ଯ୍ୟଦକ୍ଷତା ପାଇଁ ଗଣିଆ ବନାଞ୍ଚଳ ଅଧିକାରୀ ଏବଂ ବାହାଡ଼ଝୋଲା ବନପାଳ ସମ୍ବର୍ଦ୍ଧିତ

by Anil Panda
August 18, 2020
in Feature News, Nayagarh
କାର୍ଯ୍ୟଦକ୍ଷତା ପାଇଁ ଗଣିଆ ବନାଞ୍ଚଳ ଅଧିକାରୀ ଏବଂ ବାହାଡ଼ଝୋଲା ବନପାଳ ସମ୍ବର୍ଦ୍ଧିତ
491
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ବନଖଣ୍ଡ ଅଧିନରେ କାର୍ଯ୍ୟ କରି ନିଜର କାର୍ଯ୍ୟ ଦକ୍ଷତା ପ୍ରତିପାଦନ କରିଥିବା ତିନି ଜଣ ବନ କର୍ମଚାରୀଙ୍କୁ ପବିତ୍ର ସ୍ୱାଧିନତା ଦିବସ ଅବସରରେ ସମ୍ବର୍ଦ୍ଧିତ କରାଯାଇଥିବା ଜଣାଯାଇଛି । ଏନେଇ ବନ ବିଭାଗ ପକ୍ଷରୁ ମିଳିଥିବା ସୂଚନାନୁସାରେ, ନୟାଗଡ଼ ବନଖଣ୍ଡ ଅନ୍ତର୍ଗତ ଗଣିଆ ବନାଞ୍ଚଳ ଅଧିକାରୀ ସୋନାଲି ସିଓ, ବାହାଡ଼ଝୋଲା ବନପାଳ ସରିତା ବରାଳ, ଫରେଷ୍ଟ ଗାର୍ଡ଼ ବିଘ୍ନେଶ ବେହେରାଙ୍କୁ କାର୍ଯ୍ୟ ଦକ୍ଷତା ପାଇଁ ଚଳିତ ବର୍ଷ ସମ୍ବର୍ଦ୍ଧିତ କରାଯାଇଥିବା ଜଣାଯାଇଛି । ବନଖଣ୍ଡ ଅଧିକାରୀ ଧନରାଜ୍ ଏଚ୍‌.ଡି ସ୍ୱାଧିନତା ଦିବସ ଅବସରରେ ଏହି ବନ କର୍ମଚାରୀମାନଙ୍କୁ ସମ୍ବର୍ଦ୍ଧିତ କରିଥିବା ଜଣାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!