Tuesday, June 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକରେ ପହଞ୍ଚିଲେ NDRFର ୨୩ ଜଣିଆ ଟିମ୍

by ସଞ୍ଜୟ ସ୍ୱାଇଁ
September 29, 2021
in State
ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକରେ ପହଞ୍ଚିଲେ NDRFର ୨୩ ଜଣିଆ ଟିମ୍
54
VIEWS
Share on FacebookShare on Twitter

ଜଳେଶ୍ବର, (ବାଘୁଆବାର୍ତ୍ତା): ବାଲେଶ୍ବର ଜିଲ୍ଲା ଜଳେଶ୍ବର ବ୍ଲକରେ ପହଞ୍ଚିଲେ NDRFର ୨୩ ଜଣିଆ ଟିମ୍ । ରାଜ୍ୟରେ ସମ୍ଭାବ୍ୟ ବର୍ଷା ଓ ସୁବର୍ଣ୍ଣରେଖା ନଦୀର ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି SRC ନିର୍ଦ୍ଦେଶରେ ପହଞ୍ଚିଲେ NDRF ଟିମ୍ । ସୂଚନାଯୋଗ୍ୟ ଯେ, ୨୯ ତାରିଖଠାରୁ ରାଜ୍ୟର ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବା ସହ ସୁବର୍ଣ୍ଣରେଖା ନଦୀରେ ବନ୍ୟା ଦେଖାଦେବ । ସମ୍ଭାବ୍ୟ ବର୍ଷା ଓ ବନ୍ୟାକୁ ଲକ୍ଷ୍ୟ ରଖି SRCଙ୍କ ନିର୍ଦ୍ଦେଶ କ୍ରମେ କଟକ ମୁଣ୍ଡୁଳି ଅଞ୍ଚଳରୁ ୨୩ ଜଣିଆ ଟିମ୍ ଜଳେଶ୍ବର ବ୍ଲକକୁ ଆସିଛନ୍ତି । ଓଡ୍ରାଫର ଏକ ଟିମ୍ ବାଲିଆପାଳ ବ୍ଲକରେ ପହଞ୍ଚିବା ସହିତ ସଜାଗ ଥିବା ଦେଖିବାକୁ ମିଳିଛି । ଜଳେଶ୍ବର ବ୍ଲକ୍ ପ୍ରଶାସନ ପକ୍ଷରୁ ସମ୍ଭାବ୍ୟ ବାତ୍ୟା ଓ ବନ୍ୟାକୁ ଲକ୍ଷ୍ୟ ରଖି ସଜାଗ ଥିବା ଦେଖିବାକୁ ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!