Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

NEET ପ୍ରବେଶିକା ପରୀକ୍ଷା ଆଜି

by ସଞ୍ଜୟ ସ୍ୱାଇଁ
May 4, 2025
in Education, State
ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ମିଳିବ ପରିଚୟପତ୍ର, ଲାଗୁ ହେବ ସ୍ୱତନ୍ତ୍ର ଡ୍ରେସ୍ କୋଡ୍
3
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ଆଜି ମେଡିକାଲ ପ୍ରବେଶିକ ପରୀକ୍ଷା NEET। NEET ୨୦୨୫ ଆଜି ଅପରାହ୍ନ ୨ଟାରୁ ୫ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଦେଶର ୫୪୫୩ ଓ ବିଦେଶର ୧୩ଟି କେନ୍ଦ୍ରରେ ହେବ ପରୀକ୍ଷା। ପାଖାପାଖି ୨୩ ଲକ୍ଷ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ। NEET ପରୀକ୍ଷା ପାଇଁ ଆଉ ମାତ୍ର କିଛି ଘଣ୍ଟା ବାକି ଅଛି। ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି NTA ଦ୍ୱାରା ପରିଚାଳିତ, NEET ୨୦୨୫ ମାଧ୍ୟମରେ MBBS, BDS, BSc ନର୍ସିଂ ଏବଂ ଅନ୍ୟାନ୍ୟ ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖାଇ ପାରିବେ ଛାତ୍ରଛାତ୍ରୀ। ପରୀକ୍ଷା ଲାଗି ବ୍ୟାପକ ବ୍ୟବସ୍ଥା କରାଯାଇଛି। ଗୋଟିଏ ପେପରରେ ଅନୁଷ୍ଠିତ ହେବ ଏହି ପରୀକ୍ଷା। ପୋଲିସ ସୁରକ୍ଷାରେ ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ପହଞ୍ଚlଯାଉଛି। କଡ଼ା ସୁରକ୍ଷା ମଧ୍ୟରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଗତ ବର୍ଷ ନିଟ୍ ପରୀକ୍ଷାରେ ବ୍ୟାପକ ଅବ୍ୟବସ୍ଥା ଯୋଗୁଁ ଏନଟିଏ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ଉପରେ ଗୁରୁତ୍ଵ ଦିଆଯାଇଛି

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!