Wednesday, January 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନେହେରୁ ଯୁବା କେନ୍ଦ୍ର ପକ୍ଷରୁ ମଣ୍ଡଳ ସ୍ତରୀୟ କ୍ରୀଡା ପ୍ରତିଯୋଗୀତା

by ସଞ୍ଜୟ ସ୍ୱାଇଁ
January 13, 2025
in Nayagarh, Sports, State
ନେହେରୁ ଯୁବା କେନ୍ଦ୍ର ପକ୍ଷରୁ ମଣ୍ଡଳ ସ୍ତରୀୟ କ୍ରୀଡା ପ୍ରତିଯୋଗୀତା
64
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ ର ଅଗ୍ରଣୀ ସ୍ଵେଚ୍ଛାସେବୀ ସଙ୍ଗଠନ “ସୋହମ”, ଭାରତ ସରକାରଙ୍କ ଯୁବ ଓ କ୍ରିଡା ବ୍ୟାପାର ବିଭାଗ ର ସହଯୋଗରେ ମୋ ଭାରତ କାର୍ଯ୍ୟକ୍ରମ ଅନ୍ତର୍ଗତ “ମଣ୍ଡଳ ସ୍ତରୀୟ କ୍ରୀଡା ପ୍ରତିଯୋଗୀତା” ନୟାଗଡ ଷ୍ଟାଡିୟମ ଖେଳପଡିଆ ଠାରେ ଅନୁଷ୍ଠିତ ହୋଇଯାଇଅଛି I ଏହାକୁ ସୋହମ ସଙ୍ଗଠନର ସମ୍ପାଦକ କାମାକ୍ଷI ପ୍ରସାଦ ଦାଶ, ଉପସଭାପତି ତଥା ବିଶିଷ୍ଠ ପରିବେଶବିତ ଓ ପରିବେଶ ମିତ୍ର ଅନାଦି ଚରଣ ମହାନ୍ତି, ବରିଷ୍ଠ ସଦସ୍ୟ ପ୍ରଶାନ୍ତ କୁମାର ଶତପଥୀ, ନେହେରୁ ଯୁବା କେନ୍ଦ୍ରର ଅନିଲ କୁମାର ପ୍ରଧାନ ପ୍ରମୁଖ ପ୍ରଦୀପ ପ୍ରଜ୍ଵଳନ କରି କାର୍ଯ୍ୟକ୍ରମକୁ ଆରମ୍ଭ କରିଥିଲେ l

ଏଥିରେ ଯୁବକ ବର୍ଗର ଫୁଟବଲ , ୧୦୦ ମିଟର ଦୌଡ, ଟାଇକୁଣ୍ଡ ଏବଂ ଯୁବତୀ ବର୍ଗର କବାଡି, ଧୀର ସାଇକେଲ ଚାଳନା , ବ୍ୟାଡ ମିଣ୍ଟନ ପ୍ରତିଯୋଗୀତା କରଯାଇଥିଲା l ପରିଶେଷରେ କୃତି ଦଳ ଓ ପ୍ରତିଯୋଗୀ ମାନଙ୍କୁ ମାନପତ୍ର ଓ ପୁରସ୍କାର ପ୍ରଦାନ କରଯାଇଥିଲା l ପ୍ରତି ବର୍ଗ କ୍ରୀଡାର ପ୍ରଥମ ସ୍ଥାନ ହାସଲ କରିଥିବା କୃତି ପ୍ରତିଯୋଗୀମାନେ ଜିଲ୍ଲା ସ୍ତରୀୟ କ୍ରୀଡା କାର୍ଯ୍ୟକ୍ରମରେ ଭାଗନେବେ l ଏଥିରେ ସଙ୍ଗଠନର ସାରସ୍ଵତ ବିଭୁପାଦ , ଚରଣ ଗୁରୁ, ସୁନୀଲ କୁମାର ମହାନ୍ତି , ନୟାଗଡ ଟାଇକୁଣ୍ଡ ବିଦ୍ୟାଳୟ ର ଏମ. ରୀତିକ ରଞ୍ଜନ ମହାପାତ୍ର ଙ୍କ ସମେତ ଶତାଧିକ କ୍ରୀଡା ପ୍ରେମୀ ଓ ପ୍ରତିଯୋଗୀ ଯୋଗ ଦେଇ କାର୍ଯ୍ୟକ୍ରମଟିକୁ ସାଫଲ୍ୟ ମଣ୍ଡିତ କରିଥିଲେ l

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!