Friday, May 23, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚଳିତ ମାସ ଶେଷ ସୁଦ୍ଧା ନୂଆ ଅବକାରୀ ନୀତି

by ସଞ୍ଜୟ ସ୍ୱାଇଁ
May 9, 2025
in State
ଚଳିତ ମାସ ଶେଷ ସୁଦ୍ଧା ନୂଆ ଅବକାରୀ ନୀତି
45
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜ୍ୟ ସରକାର ଚଳିତ ମାସ ଶେଷ ସୁଦ୍ଧା ଆଣିବାକୁ ଯାଉଛନ୍ତି ରାଜ୍ୟ ଅବକାରୀ ନୀତି । ଏ ନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି, ଏହି ପଲିସି ତିନି ବର୍ଷ ପାଇଁ କାର୍ଯ୍ୟକାରୀ ହେବ । ପୂର୍ବରୁ ଅବକାରୀ ନୀତି କେବଳ ଗୋଟିଏ ବର୍ଷ ପାଇଁ କାର୍ଯ୍ୟକାରୀ ହେଉଥିଲା । ଏହାପରେ ଅଧିକ ବିଚାରବିମର୍ଶ କରି ରାଜ୍ୟ ସରକାର ପଲିସିରେ କିଛିଟା ପରିବର୍ତ୍ତନ କରିବାକୁ ଯାଉଛନ୍ତି । ବିଭିନ୍ନ ରାଜ୍ୟର ଅବକାରୀ ନୀତିକୁ ତର୍ଜମା କରାଯାଇ ପଲିସିରେ ପରିବର୍ତ୍ତନ ସହ ଏହାକୁ କାର୍ଯ୍ୟକାରୀ କରିବାକୁ ଚିନ୍ତା କରାଯାଉଥିବା ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ।

କଫ ସିରପ ଚୋରି, ଏଏସଆଇ ନିଲମ୍ବିତ

କଫ ସିରପ ଚୋରି, ଏଏସଆଇ ନିଲମ୍ବିତ

May 23, 2025
ପୁଣି ଭିଜିବ ନୟାଗଡ, ୨୭ ରେ ଆସୁଛି ଲଘୁଚାପ

ପୁଣି ଭିଜିବ ନୟାଗଡ, ୨୭ ରେ ଆସୁଛି ଲଘୁଚାପ

May 23, 2025
ଆଜି ବସିବ କଂଗ୍ରେସର ଜରୁରୀ ବୈଠକ

ଆଜି ବସିବ କଂଗ୍ରେସର ଜରୁରୀ ବୈଠକ

May 23, 2025
ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

May 22, 2025
ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

May 22, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!