Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଗତସିଂହପୁର ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ଦାୟିତ୍ବ ନେଲେ ପାରୁଲ ପଟୁଆରୀ

by ସଞ୍ଜୟ ସ୍ୱାଇଁ
October 20, 2021
in State
ଜଗତସିଂହପୁର ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ଦାୟିତ୍ବ ନେଲେ ପାରୁଲ ପଟୁଆରୀ
80
VIEWS
Share on FacebookShare on Twitter

ଜଗତସିଂହପୁର, (ବାଘୁଆବାର୍ତ୍ତା): ଜଗତସିଂହପୁର ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ଦାୟିତ୍ବ ନେଲେ ପାରୁଲ ପଟୁଆରୀ । ଆଜି ସକାଳେ ଜଗତସିଂହପୁର ସର୍କିଟ ହାଉସରେ ପହଞ୍ଚିବା ପରେ ସେଠାରେ କିଛି ସମୟ ରହିଥିଲେ । ଏହାପରେ ସେଠାରୁ ଯାଇ ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ପହଞ୍ଚି ଥିଲେ । ନୂଆ ଜିଲ୍ଲାପାଳ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ କରିଥିଲେ ଜଗତସିଂହପୁର ଜିଲ୍ଲାର ସମସ୍ତ ପ୍ରଶାସନିକ ଅଧିକାରୀ ଓ ବିଭାଗୀୟ ଅଧିକାରୀ । ନୂତନ ଜିଲ୍ଲାପାଳଙ୍କୁ ପୁଷ୍ପଗୁଛ ଦେଇ ସ୍ବାଗତ କରିଥିଲେ ସମସ୍ତ ଅଧିକାରୀ । ଏହାପରେ ଜଗତସିଂହପୁର ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ସାହୁ ନୂତନ ଜିଲ୍ଲାପାଳ ପାରୁଲ ପଟୁଆରୀଙ୍କୁ ଦାୟିତ୍ବ ହସ୍ତାନ୍ତର କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!