Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ରେ ଖୋଲିଲା ଷଡ଼ଙ୍ଗୀ ହସ୍ପିଟାଲ 

by ସଞ୍ଜୟ ସ୍ୱାଇଁ
January 29, 2025
in Health, Nayagarh
ନୟାଗଡ଼ରେ ଖୋଲିଲା ଷଡ଼ଙ୍ଗୀ ହସ୍ପିଟାଲ 
639
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ରୋଗୀ ମାନଙ୍କୁ ଉର୍ନ୍ନତ ମାନର ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ନୟାଗଡ଼ରେ ଖୋଲିଲା ଷଡ଼ଙ୍ଗୀ ହସ୍ପିଟାଲ l ମଙ୍ଗଳବାର ଦିନ ଭେଷଜ ବିଶେଷଜ୍ଞ ଡାକ୍ତର ସିଦ୍ଧାର୍ଥ ଦାଶ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଷଡ଼ଙ୍ଗୀ ହସ୍ପିଟାଲର ଶୁଭ ଉଦଘାଟନ କରିଥିଲେ l ଏହି ହସ୍ପିଟାଲ ଟି ନୟାଗଡ଼ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ସାଇଟରେ ଖୋଲାଯାଇଛି l

ରୋଗୀମାନଙ୍କୁ କମ ଖର୍ଚ୍ଚରେ ଉତ୍ତମ ପରିବେଶ ସାଙ୍ଗକୁ ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ହସ୍ପିଟାଲର ପ୍ରୋପାଇଟର ସନ୍ଧ୍ୟାରାଣୀ ସାହୁ ସଂକଳ୍ପ ବଦ୍ଧ ନେଇଛନ୍ତି l ଷଡ଼ଙ୍ଗୀ ହସ୍ପିଟାଲରେ କମ ଖର୍ଚ୍ଚରେ ବିଭିନ୍ନ ପ୍ରକାର ରୋଗର ଅସ୍ତ୍ରୋପ୍ରଚାର ସହ ବିଶେଷଜ୍ଞ ଡାକ୍ତରଙ୍କ ଠାରୁ ଉପଯୁକ୍ତ ପରାମର୍ଶ ନେଇ ପାରିବେ l କିଛିଦିନ ମଧ୍ୟରେ ରୋଗୀମାନେ ଗୋପବନ୍ଧୁ ଜନ ଆରୋଗ୍ୟ ତଥା (ବିଏସକେୱାଇ)ସ୍ୱାସ୍ଥ୍ୟ ବୀମା କାର୍ଡ଼ ମାଧ୍ୟମରେ ମଧ୍ୟ ବିନା ମୂଲ୍ୟରେ ଚିକିତ୍ସା ସୁବିଧା ସୁଯୋଗ ଯୋଗାଇ ଦିଆଯିବ ଏବଂ 24×7 ରୋଗୀ ସେବା ଯୋଗାଇ ଦିଆଯିବ ବୋଲି ହସ୍ପିଟାଲର କର୍ତ୍ତୃପକ୍ଷ ସରୋଜ କୁମାର ପଣ୍ଡାଙ୍କ ଠାରୁ ସୂଚନା ମିଳିଛି l

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!