Wednesday, June 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟି-୨୦ କ୍ରିକେଟ୍ ବିଶ୍ୱକପରେ ବଦଳିବ ଭାରତ ଦଳର ଜର୍ସି

by ସଞ୍ଜୟ ସ୍ୱାଇଁ
October 13, 2021
in Sports
ଟି-୨୦ କ୍ରିକେଟ୍ ବିଶ୍ୱକପରେ ବଦଳିବ ଭାରତ ଦଳର ଜର୍ସି
89
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ବିସିସିଆଇ ଉନ୍ମୋଚନ କରିଛି ଭାରତୀୟ କ୍ରିକେଟ୍ ଦଳର ନୂଆ ଜର୍ସି । ଏହି ଜର୍ସି ପିନ୍ଧି ଭାରତୀୟ ଖେଳାଳିମାନେ ଟି୨୦ ବିଶ୍ୱକପ କ୍ରିକେଟ ପ୍ରତିଯାଗୀତାରେ ନଜର ଆସିବେ । ନୂଆ ଜର୍ସି କିଟ୍କୁ ବିଲିଅନ୍ ଚିଅର୍ସ ଜର୍ସି ଭାବେ ନାମିତ କରାଯାଇଛି । ବିସିସିଆଇର ଏକ ଟୁଇଟ୍ରେ କ୍ରିକେଟର୍ କେ.ଏଲ୍ ରାହୁଲ, ରୋହିତ ଶର୍ମା, ବିରାଟ କୋହଲି, ରବୀନ୍ଦ୍ର ଜାଡେଜା ଓ ଜସପ୍ରୀତ ବୁମରାହଙ୍କୁ ନୂଆ ଜର୍ସି ପିନ୍ଧିବାରେ ଦେଖିବାକୁ ମିଳିଛି । ଅଫିସିଆଲ୍ କିଟ୍ ପ୍ରାୟୋଜକ ଏମ୍ପିଏଲ୍ ସ୍ପୋର୍ଟସ୍ ଦ୍ୱାରା ଏହି ଜର୍ସିକୁ ଲଂଚ କରାଯାଇଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!