Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାରେ ୧୧୪ ନୂଆ ଆକ୍ରାନ୍ତ, ଜଣେ ମୃତ

by ସଞ୍ଜୟ ସ୍ୱାଇଁ
June 20, 2021
in Feature News
ଖଣ୍ଡପଡ଼ା ବ୍ଲକରେ ଆଉ ଏକ ଗ୍ରାମ ମାଇକ୍ରୋ କଣ୍ଟେନମେଣ୍ଟ
200
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଉଥିବା ଲକ୍ଷ କରାଯାଉଛି । ତିନି ଦିନ ଧରି ଲଗାତର ଭାବେ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଆଜି ସାମାନ୍ୟ ହ୍ରାସ ଘଟିଛି । ଜିଲ୍ଲାରେ ଆଜି ନୂଆ ୧୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ଜିଲ୍ଲାରେ ସକ୍ରିୟ ମାମଲା ୧୨୮୧ ବୋଲି ଜଣାଯାଇଛି । ଗତକାଲି ସକ୍ରିୟ ମାମଲା ୧୨୭୭ ରହିଥିବା ବେଳେ ଆଜି ଏଥିରେ ବୃଦ୍ଧି ପାଇଛି । ଅନ୍ୟପକ୍ଷେ ନୟାଗଡ଼ ଜିଲ୍ଲାରୁ ଆଜି ଜଣଙ୍କ କରୋନା ମୃତ୍ୟୁ ସଂମ୍ପର୍କିତ ସୂଚନା ରାଜ୍ୟ ସରକାର ଦେଇଛନ୍ତି । ଜିଲ୍ଲାରେ କରୋନା ମହାମାରୀରେ ୬୨ ଜଣଙ୍କ କରୋନା ମୃତ୍ୟୁ ହୋଇଥିବା ବେଳେ ୨ ଜଣ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଥିବା ଜଣାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!