Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନା ପାଇଁ ରାଜ୍ୟ ସରକାର କଠୋର: ରାଜ୍ୟରେ ଲାଗୁହେଲା ନାଇଟ କର୍ଫ୍ୟୁ

by ସଞ୍ଜୟ ସ୍ୱାଇଁ
April 15, 2021
in Breaking, State
କରୋନା ପାଇଁ ରାଜ୍ୟ ସରକାର କଠୋର: ରାଜ୍ୟରେ ଲାଗୁହେଲା ନାଇଟ କର୍ଫ୍ୟୁ
459
VIEWS
Share on FacebookShare on Twitter

ଭୂବନେଶ୍ୱର, (ବାଘୁଆବାର୍ତା): ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । କରୋନକୁ ନେଇ ରାଜ୍ୟ ସରକାର ୨୧ ଜଣ ଆଇଏଏସଙ୍କୁ ଦାୟିତ୍ୱ ଦେଇଥିବା ବେଳେ ଏଠାରେ ଆଜି ମୁଖ୍ୟ ଶାସନ ସଚିବ ବଡ଼ ଘୋଷଣା କରିଛନ୍ତି । ଆସନ୍ତା କାଲି ଠାରୁ ୧୦ ଜିଲ୍ଲାରେ ସନ୍ଧ୍ୟା ୬ଟାରୁ ସକାଳ ୫ଯାଏଁ ନାଇଟ୍ କର୍ଫ୍ୟୁ ଲାଗୁ କରିଛନ୍ତି । ବାକି ସବୁ ଜିଲ୍ଲାର ମୁନିସିପାଲଟି ଓ ବିଜ୍ଞାପିତ ଅଞ୍ଚଳରେ ରାତି ୯ରୁ ସକାଳ ୫ ପର୍ଯ୍ୟନ୍ତ ନାଇଟ୍ କର୍ଫ୍ୟୁ ଜାରି କରାଯାଇଛି । ବିବାହ ପାଇଁ ୫୦ ଜଣଙ୍କୁ ଅନୁମତି, ଅନ୍ତୋଷ୍ଟି କ୍ରିୟା ପାଇଁ ୨୦ ଜଣଙ୍କୁ ଅନୁମତି । ଅତି ଜରୁରୀ ସେବା ଅବ୍ୟାହତ ରହିବ । ସେହିପରି ଭାବେ ରାଜନୈତିକ ସଭା, ସାଂସ୍କୃତିକ କାର୍ଯ୍ୟକ୍ରମ ଉପରେ କଟକଣା ଲଗାଯାଇଛି । ମୁଖ୍ୟ ଶାସନ ସଚିବ ସମସ୍ତେ ମାସ୍କ ପିନ୍ଧିବା ପାଇଁ ବାଧ୍ୟତା କରିଛନ୍ତି । ନିୟମ ଉଲ୍ଲଘଂନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାର ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!