Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସେପ୍ଟେମ୍ବର ୧ ତାରିଖ ଯାଏଁ ୩ ଜିଲ୍ଲାରେ ରାତି ୮ ଟାରୁ ସକାଳ ୬ଟା ଯାଏଁ ନାଇଟ୍‌ କର୍ଫ୍ୟୁ ଜାରି

by ସଞ୍ଜୟ ସ୍ୱାଇଁ
July 31, 2021
in Health, State
ସେପ୍ଟେମ୍ବର ୧ ତାରିଖ ଯାଏଁ ୩ ଜିଲ୍ଲାରେ ରାତି ୮ ଟାରୁ ସକାଳ ୬ଟା ଯାଏଁ ନାଇଟ୍‌ କର୍ଫ୍ୟୁ ଜାରି
204
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜ୍ୟରେ କରୋନା ସ୍ଥିତିକୁ ନଜରରେ ରଖି ଅଗଷ୍ଟ ମାସ ପାଇଁ ରାଜ୍ୟରେ ନୂଆ କୋଭିଡ୍ ଗାଇଡଲାଇନ୍‌ ଜାରି କରିଛନ୍ତି ସରକାର । ଏସ୍‌ଆରସି ପ୍ରଦୀପ ଜେନା ଅଗଷ୍ଟ ଗାଇଡଲାଇନ୍‌ ନେଇ ସୂଚନା ଜାରି କରିଛନ୍ତି । କଟକ, ଭୁବନେଶ୍ବରରେ ଏବଂ ପୁରୀରେ ସପ୍ତାହନ୍ତ ସଟ୍‌ଡାଉନ୍‌ ଜାରି ରହିବ । ରାଜ୍ୟର ୨୭ ଜିଲ୍ଲାରେ ସଂକ୍ରମଣ ନଗଣ୍ୟ ରହିଛି । ସେପ୍ଟେମ୍ବର ୧ ତାରିଖ ଯାଏଁ ୩ ଜିଲ୍ଲାରେ ରାତି ୮ ଟାରୁ ସକାଳ ୬ଟା ଯାଏଁ ନାଇଟ୍‌ କର୍ଫ୍ୟୁ ଜାରି ରହିବ । ପରିସ୍ଥିତିକୁ ନଜରରେ ରଖି ୫୦ ପ୍ରତିଶତ ଦର୍ଶକରେ ସିନେମା ହଲ୍‌ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ସରକାର । ଏଥିସହିତ ଥିଏଟର୍‌ ମଧ୍ୟ ଖୋଲିବାକୁ ନିଷ୍ପତ୍ତି ହୋଇଛି । ରାତି ୮ ପର୍ୟ୍ୟନ୍ତ ଦୋକାନ ବଜାର ଖୋଲାରହିବ । ସମସ୍ତ ଧାର୍ମିକ, ରାଜନୈତିକ ଏବଂ ସାମାଜିକ ସମାବେଶକୁ ମନା କରାଯାଇଛି । ପ୍ରଦର୍ଶନୀ, ବାଣିଜ୍ୟିକ ମେଳା ମହୋତ୍ସବକୁ ମଧ୍ୟ ବାରଣ କରାଯାଇଛି । ସମୁଦ୍ର କୂଳ ଏବଂ ପାର୍କ ଖୋଲା ରହିବ । ସମସ୍ତ ପର୍ୟ୍ୟଟକ ଗାଇଡ୍‌ଲାଇନ୍‌ ମାନି ପ୍ରର୍ୟ୍ୟଟନ ସ୍ଥଳୀ ଭିତରକୁ ପ୍ରବେଶ କରିବେ । ସମସ୍ତ ଆହାର କେନ୍ଦ୍ର ଖୋଲାରହିବ । ସିନେମା ହଲ୍, ରେଷ୍ଟୁରାଣ୍ଟ ଖୋଲିବ । ରାସ୍ତାକଡ଼ ଜଳଖିଆ ଦୋକାନରେ ବସି ଖାଇପାରିବେ । ଧାର୍ମିକ ସ୍ଥଳ ଖୋଲରହିବ କିନ୍ତୁ ଭୋଗ ନେଇ ଯାଇପାରିବେ ନାହିଁ ଶ୍ରଦ୍ଧାଳୁ । ବିବାହରେ ୨୫, ଶୁଦ୍ଧିକ୍ରିୟାରେ ୨୦ ଜଣଙ୍କୁ ଅନୁମତି । ଭୋଜିଭାତ ଉପରେ ପୂର୍ବବତ କଟକଣା ରହିବ । ମୀନା ବଜାର ଖୋଲାଯାଇପାରିବ । ସରକାରୀ-ବେସରକାରୀ ସ୍ବିମିଂ ପୁଲ ମଧ୍ୟ ଖୋଲା ରଖିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!