Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାବାଳିକା ପତ୍ନୀ ଗର୍ଭବତୀ-ନାବାଳକ ସ୍ୱାମୀ ଗିରଫ

by ସଞ୍ଜୟ ସ୍ୱାଇଁ
May 4, 2021
in Crime, State
ନାବାଳିକା ପତ୍ନୀ ଗର୍ଭବତୀ-ନାବାଳକ ସ୍ୱାମୀ ଗିରଫ
175
VIEWS
Share on FacebookShare on Twitter

ନୀଳଗିରି (ବାଘୁଆବାର୍ତ୍ତା): ସ୍ୱଳ୍ପ ବୟସରଙ୍କ ପ୍ରେମ ବିବାହ କରି ପ୍ରେମୀ ଯୁଗଳ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ । ତେବେ ଏବେ ନାବାଳିକା ପତ୍ନୀ ଜଣକ ଅନ୍ତସତ୍ତ୍ୱା ହେବା ନାବାଳକ ସ୍ୱାମୀଙ୍କୁ ମହଙ୍ଗା ପଡିଛି । ଅଭିଯୋଗକ୍ରମେ ପୁଲିସ ଦୁଷ୍କର୍ମ ମାମଲା ରୁଜୁ କରି ନାବାଳକଙ୍କୁ ଗିରଫ କରିଛି । ଏମିତି ଘଟଣା ନୀଳଗିରି ଥାନା ଅଞ୍ଚଳରେ ଘଟିଛି । ସୂଚନାନୁସାରେ, ପ୍ରେମୀଯୁଗଳଙ୍କୁ ମାତ୍ର ୧୭ ବର୍ଷ ହୋଇଥିଲା । ଏତିକିବେଳେ ଘର ଛାଡି ଉଭୟେ ଲୁଚି ପଳାଇ ଯାଇଥିଲେ । ବିବାହ କରି ଘରକୁ ଫେରି ଆସିବା ପରେ ସାଙ୍ଗରେ ରହୁଥିଲେ । ଏବେ ନାବାଳିକା ପତ୍ନୀ ୫ ମାସର ଗର୍ଭବତୀ ହୋଇଥିବା ଜଣାପଡିଛି । ଏନେଇ ନାବାଳିକାଙ୍କ ମା’ ନୀଳଗିରି ଥାନାରେ ଏତଲା ଦେଇଛନ୍ତି । ଅଭିଯୋଗକ୍ରମେ ପୁଲିସ ଦୁଷ୍କର୍ମ ମାମଲା ରୁଜୁ କରି ଜାମୁଡିହା ଅଞ୍ଚଳରୁ ନାବାଳକ ସ୍ୱାମୀଙ୍କୁ ଗିରଫ କରିଛି । ତେବେ ମଙ୍ଗଳବାର ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ପ୍ରଭଞ୍ଜନ ବେହେରା ସୂଚନା ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!