Friday, May 23, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଝାଡ଼ାବାନ୍ତିରେ ୪ ଦିନରେ ଗଲାଣି ୯ ଜୀବନ

by ସଞ୍ଜୟ ସ୍ୱାଇଁ
October 2, 2024
in State
ଝାଡ଼ାବାନ୍ତିରେ ୪ ଦିନରେ ଗଲାଣି ୯ ଜୀବନ
43
VIEWS
Share on FacebookShare on Twitter

କନ୍ଧମାଳ, (ବାଘୁଆବାର୍ତ୍ତା): କନ୍ଧମାଳ ଜିଲ୍ଲା କୋଟଗଡ଼ ବ୍ଲକ ଦୁର୍ଗାପଙ୍ଗା ପଞ୍ଚାୟତର ଦୁର୍ଗମ ଗାଁରେ ଝାଡ଼ାବାନ୍ତି ଆତଙ୍କ। ୪ ଦିନରେ ଜଣେ ଗର୍ଭବତୀ ମହିଳାଙ୍କ ସମେତ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି। ମୃତ ମହିଳା ଜଣକ ହେଲେ କାଣିବାରୁ ଗାଁର ପୂର୍ତ୍ତି ମାଝୀ। ବାଡ଼ିପାଙ୍ଗା, ଡିମିଲି ଓ ଭଣ୍ଡରାଶାଳ ଗାଁରେ ଝାଡ଼ାବାନ୍ତି ଥମିବାର ନା ନେଉନାହିଁ। ପୂର୍ବରୁ ଏହି ଗାଁ ଗୁଡିକରେ ଝାଡ଼ାବାନ୍ତିରେ ଅନେକ ଲୋକଙ୍କର ଜୀବନ ଯାଇଛି। ତେବେ ଏହି ୪ଦିନରେ ୯ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ଗାଁ ଗୁଡ଼ିକରେ ମେଡିକାଲ ଟିମ୍ ପହଞ୍ଚି ଘର ଘର ବୁଲି ସ୍ଥିତି ଅନୁଧ୍ୟାନ କରିବା ସହିତ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରଖିଛନ୍ତି। ଆଶାକର୍ମୀ ମଧ୍ୟ ଗାଁରେ ପହଞ୍ଚି ଲୋକଙ୍କୁ ସଚେତନ କରୁଛନ୍ତି। ଏଥିସହ ପାଣି ନମୂନା ପରୀକ୍ଷା ପାଇଁ ପଠାଯାଇଛି। ତେବେ କେଉଁ କାରଣ ପାଇଁ ଗାଁରେ ଝାଡ଼ାବାନ୍ତି ବ୍ୟାପୁଛି, ତାର କାରଣ ଜଣାପଡ଼ିନାହିଁ।

କଫ ସିରପ ଚୋରି, ଏଏସଆଇ ନିଲମ୍ବିତ

କଫ ସିରପ ଚୋରି, ଏଏସଆଇ ନିଲମ୍ବିତ

May 23, 2025
ପୁଣି ଭିଜିବ ନୟାଗଡ, ୨୭ ରେ ଆସୁଛି ଲଘୁଚାପ

ପୁଣି ଭିଜିବ ନୟାଗଡ, ୨୭ ରେ ଆସୁଛି ଲଘୁଚାପ

May 23, 2025
ଆଜି ବସିବ କଂଗ୍ରେସର ଜରୁରୀ ବୈଠକ

ଆଜି ବସିବ କଂଗ୍ରେସର ଜରୁରୀ ବୈଠକ

May 23, 2025
ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

May 22, 2025
ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

May 22, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!