Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅନ୍ତରୀଣ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

by ସଞ୍ଜୟ ସ୍ୱାଇଁ
February 1, 2024
in NATIONAL NEWS, Politics
ଅନ୍ତରୀଣ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

The Union Minister for Finance and Corporate Affairs, Smt. Nirmala Sitharaman briefing the media on Post 50th meeting of GST Council, in New Delhi on July 11, 2023.

132
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ସଂସଦରେ ଅନ୍ତରୀଣ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ୨୦୨୪-୨୫ ଆର୍ଥିକ ବର୍ଷର ବଜେଟ ଉପସ୍ଥାପିତ ହୋଇଛି । ଏହି ସମୟରେ ସମକାରୀ ଯୋଜନାର ଲାଭ କଥା କହିଛନ୍ତି ଅର୍ଥମନ୍ତ୍ରୀ । ସେ କହିଛନ୍ତି, ୨୦୪୭ ସୁଦ୍ଧା ଭାରତକୁ ବିକଶିତ ଦେଶ କରିବା ଲକ୍ଷ୍ୟ ରହିଛି । ଗରିବ, ମହିଳା, କୃଷକ ଓ ଯୁବପିଢିଙ୍କ ଉପରେ ଦିଆଯିବ ଗୁରୁତ୍ୱ । ଗରିବ କଲ୍ୟାଣ ଦେଶର କଲ୍ୟାଣ । ୨୫ କୋଟି ଲୋକଙ୍କ ଦାରିଦ୍ୟ ଦୂର ହୋଇଛି । ସମସ୍ତଙ୍କୁ ଶସକ୍ତ କରିବାର ପ୍ରୟାସ ଜାରି ରହିଛି । ଗରିବଙ୍କୁ ପାଣି ଘର ଯୋଗାଇ ଦିଆଯାଇଛି । ସମସ୍ତେ ଶସକ୍ତ ହେଲେ ଦେଶ ଆଗକୁ ବଢିବ । ଭ୍ରଷ୍ଟାଚାର ଓ ପରିବାର ବାଦକୁ ହଟାଯାଇଛି । ଦିବ୍ୟାଙ୍ଗଙ୍କୁ ଆତ୍ମନିର୍ଭର କରିବାର ପ୍ରୟାସ ଜାରି ରହିଛି । ଅର୍ଥ ବ୍ୟବସ୍ଥାରେ ସକରାତ୍ମକ ପରିବର୍ତ୍ତନ ଆସିଛି । ଗତ ୧୦ ବର୍ଷରେ ଅର୍ଥ ବ୍ୟବସ୍ଥାରେ ଭଲ ପରିବର୍ତ୍ତନ ହୋଇଛି । ଦେଶର ସବୁ ବର୍ଗର ଲୋକଙ୍କ ବିକାଶ ହେଉଛି । ସରକାରୀ ଯୋଜନା ଲୋକଙ୍କ ପାଖରେ ପହଞ୍ଚୁଛି । ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳୁଛି । ସେହିପରି ଆହୁରି କହିଛନ୍ତି, ଯୁବପିଢିଙ୍କୁ ସଶକ୍ତ କରିବା ସରକାରଙ୍କ ପ୍ରାଥମିକତା । ସ୍କିଲ ଇଣ୍ଡିଆ ମିସନରେ ୧.୪ ଯୁବପିଢିଙ୍କୁ ତାଲିମ ଦିଆଯାଉଛି । ୧୧.୮ କୋଟି କୃଷକଙ୍କୁ ସରକାରୀ ସୁବିଧା ମିଳୁଛି । ୪ କୋଟି କୃଷକ ପିଏମ ଫସଲ ଯୋଜନାରେ ଲାଭ ପାଉଛନ୍ତି । ସହିପରି ଶିକ୍ଷା ପାଇଁ ୩୯୦ ନୂଆ ବିଶ୍ୱବିଦ୍ୟାଳୟ ଖୋଲାଯାଇଛି । ୧୦ ବର୍ଷରେ ମହିଳାଙ୍କ ବିକାଶ ଉପରେ ବି ଫୋକସ କରାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!