Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିର୍ମାଣ ଶ୍ରମିକଙ୍କ ତରଫରୁ ଦାବିପତ୍ର ପ୍ରଦାନ

by Anil Panda
June 3, 2020
in Politics
ନିର୍ମାଣ ଶ୍ରମିକଙ୍କ ତରଫରୁ ଦାବିପତ୍ର ପ୍ରଦାନ
23
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଭାରତୀୟ ମଜୁଦର ସଂଘ ଦ୍ୱାରା ପରିଚାଳିତ ନିର୍ମାଣ ଶ୍ରମିକ ମଜୁଦୁର ସଂଘ ତରଫରୁ ଆଜି ୭ ଦଫା ଦାବି ପତ୍ର ଜିଲ୍ଲା ଶ୍ରମ ଅଧିକାରୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ, ଶ୍ରମ ସଚିବ, ଶ୍ରମ କମିଶନର, କଲ୍ୟାଣ ବୋର୍ଡ଼ର ଅଧ୍ୟକ୍ଷଙ୍କ ନିକଟକୁ ପଠାଯାଇଛି । ନିର୍ମାଣ ଶ୍ରମିକମାନଙ୍କୁ ମାସିକ ୧୫ ଟଙ୍କା ସହାୟତା ରାଶି ପାଇବାରୁ ବଂଚିତ ହୋଇଥିବା ଅନେକ ନିର୍ମାଣ ଶ୍ରମିକ, ଏବଂ ନିଜର ଶ୍ରମ କାର୍ଡ଼ ରିନୁଆଲ କରି ପାରିନଥିବା ଶ୍ରମିକ ମାନଙ୍କୁ ସରକାର ସହାୟତା ପ୍ରଦାନ କରିବା ପାଇଁ ଦାବି ହୋଇଛି । ଏଥିସହିତ ୬୦ବର୍ଷ ହୋଇ ସାରିଥିବା ଶ୍ରମିକମାନଙ୍କୁ ଏହି ସହାୟତା ପ୍ରଦାନ କରାଯାଉନଥିବାରୁ ଦବିପତ୍ରରେ ଅସନ୍ତୋଷ ପ୍ରକାଶ କରାଯିବା ସହ ବୟସ ସୀମାକୁ କୋହଳ କରିବା ପାଇଁ ଦାବି କରାଯାଇଛି । ନୟାଗଡ଼ ଜିଲ୍ଲା ଭାରତୀୟ ମଜଦୁର ସଂଘ ପକ୍ଷରୁ ସୁଶାନ୍ତ କୁମାର ମହାପାତ୍ର, ମମତା ନାୟକ, ରାମଚନ୍ଦ୍ର ଭଟ୍ଟ ପ୍ରମୂଖ ଶ୍ରମ ଅଧିକାରୀଙ୍କୁ ଭେଟି ଦାବି ପତ୍ର ପ୍ରଦାନ କରିଥିବା ଜଣାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!