Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅବକାରୀ ବିଭାଗ ପକ୍ଷରୁ ଗଡ଼ିଲା ସଚେତନତା ରଥ

by ସଞ୍ଜୟ ସ୍ୱାଇଁ
June 4, 2025
in Nayagarh, State
ଅବକାରୀ ବିଭାଗ ପକ୍ଷରୁ ଗଡ଼ିଲା ସଚେତନତା ରଥ
33
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଆଜି ଅବକାରୀ ବିଭାଗ ପକ୍ଷରୁ ନିଶା ନିବାରଣ ସଚେତନତା ପାଇଁ ଏକ ରଥ ଶୁଭାରମ୍ଭ କରାଯାଇଛି । ଏହି ରଥ ଜିଲ୍ଲାର ବିଭିନ୍ନ ସ୍ଥାନ ପରିକ୍ରମା କରି ଜନସଚେତନା ସୃଷ୍ଟି କରିବ । ଜିଲ୍ଲା ଅବକାରୀ ଅଧିକ୍ଷକ ଜ୍ଞାନରଞ୍ଜନ ପଣ୍ଡା ରଥ ଶୁଭାରମ୍ଭ କରିଛନ୍ତି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଏହାର ଶୁଭାରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ଖଣ୍ଡପଡ଼ା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଦିପକ କୁମାର ଜେନା, ମୋବାଇଲ ସ୍ୱାର୍ଡ଼ ଅଧିକାରୀ ସୁଶାନ୍ତ ମହାପାତ୍ର, ରଣପୁର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଅର୍ପିତା ରାଣୀ ସାହୁ, ନୟାଗଡ଼ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଚିନ୍ମୟ କୁମାର ଦଳେଇଙ୍କ ସମେତ ବହୁ କର୍ମଚାରୀ ଉପସ୍ଥିତ ରହିଥିଲେ ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!