Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ରହ୍ମା କୁମାରୀ ଅନୁଷ୍ଠାନ ପକ୍ଷରୁ ନିଶା ମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ

by ସଞ୍ଜୟ ସ୍ୱାଇଁ
April 16, 2025
in Nayagarh, State
ବ୍ରହ୍ମା କୁମାରୀ ଅନୁଷ୍ଠାନ ପକ୍ଷରୁ ନିଶା ମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ
193
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ମାଉଣ୍ଟ ଆବୁ ରାଜସ୍ଥାନର ବ୍ରହ୍ମା କୁମାରୀ ମୁଖ୍ୟଙ୍କ ନିର୍ଦ୍ଦେଶ କ୍ରମେ ନିଶା ମୁକ୍ତ ଭାରତ ଅଭିଯାନ ସଚେତନତା ଆଜି ନୟାଗଡ଼ରୁ ଆରମ୍ଭ ହୋଇଛି । ଏହି ବସଟି ସାରା ଭାରତ ପରିକ୍ରମା କରି ଆଜି ନୟାଗଡ଼ ଜିଲ୍ଲାର ଯଦୁମଣି ନଗର ୱାର୍ଡ ନମ୍ୱର୍ ୧୧ ଠାରେ ସ୍ଥିତ ବ୍ରହ୍ମା କୁମାରୀ ଆଶ୍ରମରେ ପହଞ୍ଚିଥିଲା । ଏହି ରଥ ଆଜି ଠାରୁ ଆରମ୍ଭ ହୋଇ ମେ ୧୬ ତାରିଖ ପର୍ଯ୍ୟନ୍ତ ନୟାଗଡ଼ ଜିଲ୍ଲାର ବିଭିନ୍ନ କୋଣ ଅନୁକୋଣରେ ସଚେତନତା ବାର୍ତ୍ତା ପହଞ୍ଚାଇବ । ଆଜି ଏଥି ନିମନ୍ତେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଅତିଥି ଭାବେ ନୟାଗଡ଼ ପୌରଧ୍ୟକ୍ଷା ନିରୁପମା ଖଟେଇ, ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦାର, ଅବକାରୀ ବିଭାଗର ଇନିସପେକ୍ଟର ଓ ନୟାଗଡ଼ ଡିଏସଏସଓ ଉପସ୍ଥିତ ରହିଥିଲେ । ନୟାଗଡ଼ ବ୍ରହ୍ମା କୁମାରୀ ଅନୁଷ୍ଠନର ମୁଖ୍ୟ ବି.କେ ମୁନି, ଭୁବନେଶ୍ୱରର ବି.କେ. କଳ୍ପନା ଓ ମନୋରଞ୍ଜନ ପ୍ରମୁଖ ଉପସ୍ଥିତ ରହିଥିଲେ । ଏହି ସଚେତନତା ବସଟି ଆଜି ନୟାଗଡ଼ ପରିକ୍ରମା କରି ଓଡ଼ଗାଁ ଅଭିମୁଖେ ଯାତ୍ରା କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!