Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁରୁଣା ୧୦୦, ୧୦ ଓ ୫ଟଙ୍କିଆ ବନ୍ଦ ହେବ; ରିଜର୍ଭ ବ୍ୟାଙ୍କ

by ସଞ୍ଜୟ ସ୍ୱାଇଁ
January 23, 2021
in NATIONAL NEWS
ପୁରୁଣା ୧୦୦, ୧୦ ଓ ୫ଟଙ୍କିଆ ବନ୍ଦ ହେବ; ରିଜର୍ଭ ବ୍ୟାଙ୍କ
436
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): ବଜାରକୁ ଆସିବନି ଆଉ ପୁରୁଣା ୧୦୦, ୧୦ ଓ ୫ଟଙ୍କିଆ ନୋଟ୍ । ଏନେଇ ରିଜର୍ଭ ବ୍ୟାଙ୍କ ନିଷ୍ପ ି ନେଇଛି । ଏହି ସବୁ ନୋଟ୍କୁ ଆସନ୍ତା ମାର୍ଚ୍ଚ-ଏପ୍ରିଲ୍ ମାସ ପରେ ଅବୈଧ କରାଯିବ । ଏହାର ସୂଚନା ଦେଇଛନ୍ତି ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆର ଜେନେରାଲ୍ ମ୍ୟାନେଜର ବି ମହେଶ । ୨୦୧୯ରେ ଆରବିଆଇ ନୂଆ ୧୦୦ଟଙ୍କିଆ ନୋଟ୍ ଜାରି ହୋଇଛି । ପୂର୍ବରୁ ୫୦୦ ଓ ୧୦୦୦ଟଙ୍କିଆ ନୋଟ୍ ଉପରେ ସର୍ଜିକାଲ ଷ୍ଟାଇକ୍ ହୋଇଥିବା ବେଳେ ଜନଅସନ୍ତୋଷ ଦେଖାଦେଇଥିଲା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!