Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାବାଳିକା ହତ୍ୟା ଘଟଣା, ପିଉସା ଓ ୨ ସମ୍ପର୍କୀୟ ଭାଇ ଗିରଫ

by ସଞ୍ଜୟ ସ୍ୱାଇଁ
November 13, 2023
in Crime, Nayagarh, State
ନାବାଳିକା ହତ୍ୟା ଘଟଣା, ପିଉସା ଓ ୨ ସମ୍ପର୍କୀୟ ଭାଇ ଗିରଫ
199
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ସୋରଡ଼ା ଗ୍ରାମରେ ପ୍ରେମ ସମ୍ପର୍କକୁ ନେଇ ନାବାଳିକାକୁ ପରିବାର ଲୋକ ହତ୍ୟା କରିବା ଘଟଣା ଧିରେ ଧିରେ ସ୍ପଷ୍ଟ ହେଉଛି । ନାବାଳିକାକୁ ହତ୍ୟା ପରେ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଫିରିଙ୍ଗିଆ ଥାନା ତଳଦଣ୍ଡିକିଆ ପଞ୍ଚାୟତ ଜୋକେ ଗାଁ ନିକଟସ୍ଥ କରଡ଼ା ଜଙ୍ଗଲରେ ପୋତି ଦିଆଯାଇଥିଲା । ନାବାଳିକା ସୋରଡ଼ା ଗ୍ରାମର ବିପ୍ର ନାୟକଙ୍କ ଝିଅକୁ ହତ୍ୟା କରାଯାଇଥିବା ନେଇ ପୁଲିସ ଅବଗତ ହେବା ପରେ ଘଟଣାର ଖୋଳତାଡ଼ କରି ଶବ ଉଦ୍ଧାର କରାଯାଇଥିଲା । ଏହି ଘଟଣାରେ ପୁଲିସ ଗତକାଲି ନାବାଳିକାର ପିଉସା ପତିତପାବନ ପ୍ରଧାନ, ୨ ସମ୍ପର୍କୀୟ ଭାଇ ବିକାଶ କୁମାର ନାୟକ ଏବଂ ଚିନ୍ମୟ ନାୟକକୁ ଗିରଫ କରି କୋର୍ଟ ଚାଲାଣ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!